Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 41:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହିଁରେ ସେହି ଦୁର୍ବଳ ଓ କୁତ୍ସିତ ଗୋରୁ ସେହି ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁଙ୍କୁ ଖାଇ ପକାଇଲେ। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତହିଁରେ ସେହି କୃଶ ଓ କୁତ୍ସିତ ଗୋରୁ ସେହି ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁଙ୍କୁ ଖାଇ ପକାଇଲେ। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହେଲା।

Gade chapit la Kopi

ଓଡିଆ ବାଇବେଲ

4 ତହିଁରେ ସେହି ଦୁର୍ବଳ ଓ କୁତ୍ସିତ ଗୋରୁ ସେହି ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁଙ୍କୁ ଖାଇ ପକାଇଲେ। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହେଲା।

Gade chapit la Kopi

ପବିତ୍ର ବାଇବଲ

4 ସେହି ସାତୋଟି ଦୁର୍ବଳ ଓ ରୁ‌ଗ୍‌ଣ ଦେଖାଯାଉଥିବା ଗାଈଗୁଡ଼ିକ ସେହି ସାତୋଟି ସ୍ୱାସ୍ଥ୍ୟବାନ ଗାଈକୁ ଖାଇଗଲେ। ସେତେବେଳେ ଫାରୋ ନିଦରୁ ଉଠି ପଡ଼ିଲେ।

Gade chapit la Kopi




ଆଦି ପୁସ୍ତକ 41:4
4 Referans Kwoze  

ଏଉତ୍ତାରେ ଶଲୋମନ ଜାଗ୍ରତ ହୁଅନ୍ତେ, ଦେଖ, ଏହା ସ୍ୱପ୍ନ-ମାତ୍ର; ତହୁଁ ସେ ଯିରୂଶାଲମକୁ ଯାଇ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଠିଆ ହୋଇ ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଆପଣା ସମସ୍ତ ଦାସଙ୍କ ନିମନ୍ତେ ଏକ ଭୋଜ କଲେ।


ଆଉ ଦେଖ, ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ।


ସେମାନଙ୍କ ଉତ୍ତାରେ ଦେଖ, ଅନ୍ୟ ସାତୋଟି କୃଶ ଓ କୁତ୍ସିତ ଗୋରୁ ନଦୀରୁ ଉଠି ନଦୀ ତଟରେ ସେହି ଗୋରୁମାନଙ୍କ ପାଖରେ ଠିଆ ହେଲେ।


ତହିଁ ଉତ୍ତାରେ ସେ ନିଦ୍ରିତ ହୋଇ ଦ୍ୱିତୀୟ ଥର ସ୍ୱପ୍ନ ଦେଖିଲେ; ଗୋଟିଏ ଡେମ୍ଫରେ ସାତୋଟି ପରିପୁଷ୍ଟ ଓ ଉତ୍ତମ ଶିଷା ବାହାରିଲା।


Swiv nou:

Piblisite


Piblisite