Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 41:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ଏଥିଉତ୍ତାରେ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭେ ଫାରୋ ଅଟୁ, ଏହେତୁ ତୁମ୍ଭ ଆଜ୍ଞା ବିନୁ ସମସ୍ତ ମିସର ଦେଶରେ କୌଣସି ଲୋକ ହାତ ଗୋଡ଼ ଉଠାଇ ପାରିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ଅନନ୍ତର ଫାରୋ ଯୋଷେଫଙ୍କୁ କହିଲେ, ଆମ୍ଭେ ଫାରୋ ଅଟୁ, ଏହେତୁ ତୁମ୍ଭ ଆଜ୍ଞା ବିନୁ ସମସ୍ତ ମିସର ଦେଶରେ କୌଣସି ଲୋକ ହାତ ଗୋଡ଼ ଉଠାଇ ପାରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

44 ଏଥିଉତ୍ତାରେ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭେ ଫାରୋ ଅଟୁ, ଏହେତୁ ତୁମ୍ଭ ଆଜ୍ଞା ବିନୁ ସମସ୍ତ ମିସର ଦେଶରେ କୌଣସି ଲୋକ ହାତ ଗୋଡ଼ ଉଠାଇ ପାରିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

44 ଫାରୋ ଯୋଷେଫଙ୍କୁ କହିଲେ, “ମୁଁ ଫାରୋ, କିନ୍ତୁ ତୁମ୍ଭର ଆଜ୍ଞା ବିନା ମିଶରରେ କେହି କିଛି କରି ପାରିବେ ନାହିଁ।”

Gade chapit la Kopi




ଆଦି ପୁସ୍ତକ 41:44
4 Referans Kwoze  

ତାହାକୁ ଆପଣା ଗୃହର ପ୍ରଭୁ ଓ ଆପଣା ସକଳ ସମ୍ପତ୍ତିର କର୍ତ୍ତା କଲା।


ମାତ୍ର ସଦାପ୍ରଭୁ ମିସରୀୟ ଲୋକଙ୍କଠାରୁ ଇସ୍ରାଏଲୀୟ ଲୋକଙ୍କୁ ପ୍ରଭେଦ କରନ୍ତି, ଏହା ଯେପରି ତୁମ୍ଭେମାନେ ଜ୍ଞାତ ହେବ, ଏଥିପାଇଁ ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ କି ପଶୁ ପ୍ରତି ଗୋଟିଏ କୁକ୍କୁର ସୁଦ୍ଧା ଜିହ୍ୱା ପଜାଇବ ନାହିଁ।’


ପୁଣି, ତାଙ୍କୁ ଆପଣା ଦ୍ୱିତୀୟ ରଥରେ ଆରୋହଣ କରାଇଲେ; ଆଉ ଲୋକମାନେ ତାଙ୍କର ଆଗେ ଆଗେ “ଆଣ୍ଠୁ ପାତ ଆଣ୍ଠୁ ପାତ” ବୋଲି ଘୋଷଣା କଲେ। ଏହି ପ୍ରକାରେ ସେ ତାଙ୍କୁ ସମସ୍ତ ମିସର ଦେଶ ଉପରେ ନିଯୁକ୍ତ କଲେ।


କାରଣ ଯିହୁଦୀୟ ମର୍ଦ୍ଦଖୟ ଅକ୍ଷଶ୍ୱେରଶ ରାଜାଙ୍କ ପ୍ରଧାନମନ୍ତ୍ରୀ ହୋଇ ଯିହୁଦୀୟ ଲୋକମାନଙ୍କ ମଧ୍ୟରେ ମହାନ ଓ ଆପଣା ଭ୍ରାତୃସମୂହ ମଧ୍ୟରେ ପ୍ରିୟପାତ୍ର ଓ ଆପଣା ଲୋକଙ୍କର ମଙ୍ଗଳାନ୍ୱେଷୀ, ପୁଣି ଆପଣା ସମସ୍ତ ବଂଶ ପ୍ରତି ଶାନ୍ତିବାଦୀ ଥିଲେ।


Swiv nou:

Piblisite


Piblisite