Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 41:48 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

48 ଯୋଷେଫ ସେହି ସାତ ବର୍ଷରେ ମିସର ଦେଶରେ ଉତ୍ପନ୍ନ ସକଳ ଶସ୍ୟ ସଂଗ୍ରହ କରି ପ୍ରତି ନଗରରେ ସଞ୍ଚୟ କଲେ; ପୁଣି, ଯେଉଁ ଯେଉଁ ନଗରର ଚାରିଆଡ଼ ଭୂମିରେ ଯେତେ ଶସ୍ୟ ଉତ୍ପନ୍ନ ହେଲା, ତାହାସବୁ ସେହି ସେହି ନଗରରେ ସଞ୍ଚୟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

48 ଯୋଷେଫ ସେହି ସାତ ବର୍ଷରେ ମିସର ଦେଶରେ ଉତ୍ପନ୍ନ ସକଳ ଶସ୍ୟ ସଂଗ୍ରହ କରି ପ୍ରତି ନଗରରେ ସଞ୍ଚୟ କଲେ; ପୁଣି ଯେଉଁ ଯେଉଁ ନଗରର ଚାରିଆଡ଼ ଭୂମିରେ ଯେତେ ଶସ୍ୟ ଉତ୍ପନ୍ନ ହେଲା, ତାହା ସବୁ ସେହି ସେହି ନଗରରେ ସଞ୍ଚୟ କଲେ।

Gade chapit la Kopi

ଓଡିଆ ବାଇବେଲ

48 ଯୋଷେଫ ସେହି ସାତ ବର୍ଷରେ ମିସର ଦେଶରେ ଉତ୍ପନ୍ନ ସକଳ ଶସ୍ୟ ସଂଗ୍ରହ କରି ପ୍ରତି ନଗରରେ ସଞ୍ଚୟ କଲେ; ପୁଣି, ଯେଉଁ ଯେଉଁ ନଗରର ଚାରିଆଡ଼ ଭୂମିରେ ଯେତେ ଶସ୍ୟ ଉତ୍ପନ୍ନ ହେଲା, ତାହା ସବୁ ସେହି ସେହି ନଗରରେ ସଞ୍ଚୟ କଲେ।

Gade chapit la Kopi

ପବିତ୍ର ବାଇବଲ

48 ଯୋଷେଫ ସେହି ସାତ ବର୍ଷରେ ମିଶର ଦେଶରେ ଉତ୍ପନ୍ନ ଶସ୍ୟ ସଂଗ୍ରହ କରି ପ୍ରତି ନଗରରେ ସଞ୍ଚୟ କଲେ। ଯେଉଁ ନଗରର ଗ୍ଭରିଆଡ଼େ ଭୂମିରେ ଯେତେ ଶସ୍ୟ ଉତ୍ପନ୍ନ ହେଲା, ତାହା ସବୁ ସେହି ନଗରରେ ସଞ୍ଚିତ ହେଲା।

Gade chapit la Kopi




ଆଦି ପୁସ୍ତକ 41:48
4 Referans Kwoze  

ତହିଁରେ ସେ ମିସରର ଏକ ସୀମାଠାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ନଗରେ ନଗରେ ପ୍ରଜାମାନଙ୍କୁ ପ୍ରବାସ କରାଇଲେ।


ଏଥିଉତ୍ତାରେ ସେହି ସୁଭିକ୍ଷର ସାତ ବର୍ଷ ଭୂମିରେ ଅପାର ଅପାର ଶସ୍ୟ ଉତ୍ପନ୍ନ ହେଲା।


ଏହି ପ୍ରକାରେ ଯୋଷେଫ ସମୁଦ୍ରର ବାଲି ପରି ଏତେ ବହୁଳ ଶସ୍ୟ ସଂଗ୍ରହ କଲେ ଯେ, ତାହା ଆଉ ମାପିଲେ ନାହିଁ; କାରଣ ତାହା ଅପରିମେୟ ଥିଲା।


Swiv nou:

Piblisite


Piblisite