ଆଦି ପୁସ୍ତକ 41:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହିଁ ଉତ୍ତାରେ ସେ ନିଦ୍ରିତ ହୋଇ ଦ୍ୱିତୀୟ ଥର ସ୍ୱପ୍ନ ଦେଖିଲେ; ଗୋଟିଏ ଡେମ୍ଫରେ ସାତୋଟି ପରିପୁଷ୍ଟ ଓ ଉତ୍ତମ ଶିଷା ବାହାରିଲା। Gade chapit laପବିତ୍ର ବାଇବଲ (Re-edited) - (BSI)5 ତହିଁ ଉତ୍ତାରେ ସେ ନିଦ୍ରିତ ହୋଇ ଦ୍ଵିତୀୟ ଥର ସ୍ଵପ୍ନ ଦେଖିଲେ; ଗୋଟିଏ ଶଣ୍ତାରେ ସାତୋଟି ପରିପୁଷ୍ଟ ଓ ଉତ୍ତମ ଶିଷା ବାହାରିଲା। Gade chapit laଓଡିଆ ବାଇବେଲ5 ତହିଁ ଉତ୍ତାରେ ସେ ନିଦ୍ରିତ ହୋଇ ଦ୍ୱିତୀୟ ଥର ସ୍ୱପ୍ନ ଦେଖିଲେ; ଗୋଟିଏ ଡେମ୍ଫରେ ସାତୋଟି ପରିପୁଷ୍ଟ ଓ ଉତ୍ତମ ଶିଷା ବାହାରିଲା। Gade chapit laପବିତ୍ର ବାଇବଲ5 ଫାରୋ ପୁନରାୟ ଶୟନ କଲେ ଓ ପୁନରାୟ ସ୍ୱପ୍ନ ଦେଖିଲେ। ଗୋଟିଏ ଶଣ୍ଢାରେ ସାତୋଟି ପରିପୁଷ୍ଟ ଓ ଉତ୍ତମ ଶୀଷା ବାହାରିଲା। Gade chapit la |