Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 41:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେତେବେଳେ ପ୍ରଧାନ ପାନପାତ୍ରବାହକ ଫାରୋଙ୍କ ଛାମୁରେ ନିବେଦନ କଲା, “ଆଜି ମୁଁ ନିଜ ଅପରାଧ ସ୍ମରଣ କରୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେତେବେଳେ ପ୍ରଧାନ ପାନପାତ୍ରବାହକ ଫାରୋଙ୍କ ଛାମୁରେ ନିବେଦନ କଲା, ଆଜି ମୁଁ ନିଜ ଅପରାଧ ସ୍ମରଣ କରୁଅଛି।

Gade chapit la Kopi

ଓଡିଆ ବାଇବେଲ

9 ସେତେବେଳେ ପ୍ରଧାନ ପାନପାତ୍ରବାହକ ଫାରୋଙ୍କ ଛାମୁରେ ନିବେଦନ କଲା, ଆଜି ମୁଁ ନିଜ ଅପରାଧ ସ୍ମରଣ କରୁଅଛି।

Gade chapit la Kopi

ପବିତ୍ର ବାଇବଲ

9 ସେତେବେଳେ ମୂଖ୍ୟ ପାନପାତ୍ରବାହକ ଫାରୋଙ୍କୁ ନିବେଦନ କଲା। ସେ କହିଲା, “ମୁଁ ଆଜି ସ୍ମରଣ କରୁଛି ଏକ ଅପରାଧ ମୁଁ କରିଥିଲି।”

Gade chapit la Kopi




ଆଦି ପୁସ୍ତକ 41:9
4 Referans Kwoze  

ତଥାପି, ପ୍ରଧାନ ପାନପାତ୍ରବାହକ ଯୋଷେଫଙ୍କୁ ସ୍ମରଣ କଲା ନାହିଁ, ମାତ୍ର ତାଙ୍କୁ ପାସୋରି ଗଲା।


ମାତ୍ର ତୁମ୍ଭର ମଙ୍ଗଳ ହେଲେ, ମୋତେ ସ୍ମରଣ କରିବ, ପୁଣି, ମୋʼ ପ୍ରତି ଦୟା କରି ଫାରୋଙ୍କ ଛାମୁରେ ମୋʼ ବିଷୟ କହି ମୋତେ ଏହି କାରାଗାରରୁ ମୁକ୍ତ କରିବ।


ଶେଷରେ ତାହାର ବଚନ ସଫଳ ହେଲା; ସଦାପ୍ରଭୁଙ୍କ ବାକ୍ୟ ତାହାକୁ ପରୀକ୍ଷା କଲା।


Swiv nou:

Piblisite


Piblisite