ଆଦି ପୁସ୍ତକ 42:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆମ୍ଭେମାନେ ସମସ୍ତେ ଏକ ବ୍ୟକ୍ତିର ପୁତ୍ର, ଆମ୍ଭେମାନେ ସଚ୍ଚୋଟ ଲୋକ, ଆପଣଙ୍କ ଏହି ଦାସମାନେ ଚୋର ନୁହନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)11 ଆମ୍ଭେମାନେ ସମସ୍ତେ ଏକ ବ୍ୟକ୍ତିର ପୁତ୍ର, ଆମ୍ଭେମାନେ ବିଶ୍ଵାସ୍ୟ ଲୋକ, ଆପଣଙ୍କ ଏହି ଦାସମାନେ ଚର ନୁହନ୍ତି। Gade chapit laଓଡିଆ ବାଇବେଲ11 ଆମ୍ଭେମାନେ ସମସ୍ତେ ଏକ ବ୍ୟକ୍ତିର ପୁତ୍ର, ଆମ୍ଭେମାନେ ସଚ୍ଚୋଟ ଲୋକ, ଆପଣଙ୍କ ଏହି ଦାସମାନେ ଚୋର ନୁହଁନ୍ତି। Gade chapit laପବିତ୍ର ବାଇବଲ11 ଆମ୍ଭେ ସମସ୍ତେ ଭାଇ, ଆମ୍ଭମାନଙ୍କର ପିତା ଏକ। ଆମ୍ଭେ ସଚ୍ଚୋଟ ଲୋକ ଅଟୁ। ଆମ୍ଭେ ଆପଣଙ୍କ ଦାସ, ଆମ୍ଭେ ଗୁପ୍ତଚର ନୋହୁଁ।” Gade chapit la |