Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 42:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତହୁଁ ଯୋଷେଫ ସେମାନଙ୍କୁ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଚୋର ବୋଲି ଯାହା କହିଲୁ, ତୁମ୍ଭେମାନେ ତାହା ହିଁ ପ୍ରମାଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତହୁଁ ଯୋଷେଫ ସେମାନଙ୍କୁ କହିଲେ, ଆମ୍ଭେ ତୁମ୍ଭମାନଙ୍କୁ ଚର ବୋଲି ଯାହା କହିଲୁ, ତୁମ୍ଭେମାନେ ତାହା ହିଁ ପ୍ରମାଣ।

Gade chapit la Kopi

ଓଡିଆ ବାଇବେଲ

14 ତହୁଁ ଯୋଷେଫ ସେମାନଙ୍କୁ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଚୋର ବୋଲି ଯାହା କହିଲୁ, ତୁମ୍ଭେମାନେ ତାହା ହିଁ ପ୍ରମାଣ।”

Gade chapit la Kopi

ପବିତ୍ର ବାଇବଲ

14 କିନ୍ତୁ ଯୋଷେଫ ସେମାନଙ୍କୁ କହିଲେ, “ନା ମୁଁ ଜାଣି ପାରୁଛି ତୁମ୍ଭେମାନେ ଚର।

Gade chapit la Kopi




ଆଦି ପୁସ୍ତକ 42:14
6 Referans Kwoze  

ମଧ୍ୟ ସେ ମୋʼ ବିରୁଦ୍ଧରେ ଆପଣା କ୍ରୋଧ ପ୍ରଜ୍ୱଳିତ କରିଅଛନ୍ତି ଓ ସେ ମୋତେ ଆପଣାର ଜଣେ ବିପକ୍ଷ ପରି ଗଣନା କରନ୍ତି।


ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ? ଓ ମୋତେ ତୁମ୍ଭର ଶତ୍ରୁ ବୋଲି ଜ୍ଞାନ କରୁଅଛ?


ସେମାନେ କହିଲେ, “ଆପଣଙ୍କର ଏହି ଦାସମାନେ ଦ୍ୱାଦଶ ଭ୍ରାତା, କିଣାନ ଦେଶ ନିବାସୀ ଜଣକର ପୁତ୍ର; ଆଉ ଦେଖନ୍ତୁ, ଆମ୍ଭମାନଙ୍କର କନିଷ୍ଠ ଭ୍ରାତା ପିତା ନିକଟରେ ଅଛି, ପୁଣି, ଜଣେ ନାହିଁ।”


ଏହା ଦ୍ୱାରା ତୁମ୍ଭମାନଙ୍କୁ ପରୀକ୍ଷା କରାଯିବ; ଆମ୍ଭେ ଫାରୋର ଆୟୁର ଶପଥ କରି କହୁଅଛୁ, ତୁମ୍ଭମାନଙ୍କର କନିଷ୍ଠ ଭ୍ରାତା ଏଠାକୁ ନ ଆସିଲେ, ତୁମ୍ଭେମାନେ ଏଠାରୁ ଯାଇ ପାରିବ ନାହିଁ।


Swiv nou:

Piblisite


Piblisite