ଆଦି ପୁସ୍ତକ 42:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ ଆହୁରି କହିଲେ, “ଦେଖ, ମୁଁ ଶୁଣିଲି, ମିସର ଦେଶରେ ଶସ୍ୟ ଅଛି; ଏଣୁ ତୁମ୍ଭେମାନେ ସେଠାକୁ ଯାଇ ଆମ୍ଭମାନଙ୍କ ନିମନ୍ତେ ଶସ୍ୟ କିଣି ଆଣ; ତହିଁରେ ଆମ୍ଭେମାନେ ନ ମରି ବଞ୍ଚିବା।” Gade chapit laପବିତ୍ର ବାଇବଲ (Re-edited) - (BSI)2 ସେ ଆହୁରି କହିଲେ, ଦେଖ, ମୁଁ ଶୁଣିଲି, ମିସର ଦେଶରେ ଶସ୍ୟ ଅଛି; ଏଣୁ ତୁମ୍ଭେମାନେ ସେଠାକୁ ଯାଇ ଆମ୍ଭମାନଙ୍କ ନିମନ୍ତେ ଶସ୍ୟ କିଣି ଆଣ; ତହିଁରେ ଆମ୍ଭେମାନେ ନ ମରି ବଞ୍ଚିବା। Gade chapit laଓଡିଆ ବାଇବେଲ2 ସେ ଆହୁରି କହିଲେ, “ଦେଖ, ମୁଁ ଶୁଣିଲି, ମିସର ଦେଶରେ ଶସ୍ୟ ଅଛି; ଏଣୁ ତୁମ୍ଭେମାନେ ସେଠାକୁ ଯାଇ ଆମ୍ଭମାନଙ୍କ ନିମନ୍ତେ ଶସ୍ୟ କିଣି ଆଣ; ତହିଁରେ ଆମ୍ଭେମାନେ ନ ମରି ବଞ୍ଚିବା।” Gade chapit laପବିତ୍ର ବାଇବଲ2 ମୁଁ ଶୁଣିଛି ଯେ ମିଶରରେ ଖାଦ୍ୟଶସ୍ୟ ବିକ୍ରୟ କରାଯାଉଅଛିା ତେଣୁ ତୁମ୍ଭେ ଯାଇ ଆମ୍ଭମାନଙ୍କ ପାଇଁ ଖାଦ୍ୟ ଶସ୍ୟ କିଣିଆଣ। ତହିଁରେ ଆମ୍ଭେମାନେ ମରି ନ ଯାଇ ବଞ୍ଚି ପାରିବା।” Gade chapit la |