ଆଦି ପୁସ୍ତକ 42:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ମାତ୍ର ଯୋଷେଫ ଯେ ସେମାନଙ୍କ କଥାବାର୍ତ୍ତା ବୁଝିଲେ, ଏହା ସେମାନେ ଜାଣି ପାରିଲେ ନାହିଁ; କାରଣ ସେ ଦ୍ୱିଭାଷୀ ଦ୍ୱାରା ସେମାନଙ୍କ ସହିତ କଥା କହୁଥିଲେ; Gade chapit laପବିତ୍ର ବାଇବଲ (Re-edited) - (BSI)23 ମାତ୍ର ଯୋଷେଫ ଯେ ସେମାନଙ୍କ କଥାବାର୍ତ୍ତା ବୁଝିଲେ, ଏହା ସେମାନେ ଜାଣି ପାରିଲେ ନାହିଁ; କାରଣ ସେ ଦ୍ଵିଭାଷୀ ଦ୍ଵାରା ସେମାନଙ୍କ ସହିତ କଥା କହୁଥିଲେ; Gade chapit laଓଡିଆ ବାଇବେଲ23 ମାତ୍ର ଯୋଷେଫ ଯେ ସେମାନଙ୍କ କଥାବାର୍ତ୍ତା ବୁଝିଲେ, ଏହା ସେମାନେ ଜାଣି ପାରିଲେ ନାହିଁ; କାରଣ ସେ ଦ୍ୱିଭାଷୀ ଦ୍ୱାରା ସେମାନଙ୍କ ସହିତ କଥା କହୁଥିଲେ; Gade chapit laପବିତ୍ର ବାଇବଲ23 ଯୋଷେଫ ସେମାନଙ୍କ ସହିତ ବ୍ୟାଖ୍ୟାକାର ମାଧ୍ୟମରେ କଥାବାର୍ତ୍ତା କରୁଥିଲେ। ଯୋଷେଫ ସେମାନଙ୍କ କଥା ବୁଝି ପାରୁଥିଲେ ବୋଲି ସେମାନେ ଜାଣି ପାରି ନ ଥିଲେ। Gade chapit la |