Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 42:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତହୁଁ ଯୋଷେଫ ସେମାନଙ୍କ ପାତ୍ରରେ ଶସ୍ୟପୂର୍ଣ୍ଣ କରି ପ୍ରତ୍ୟେକ ଜଣର ପଟରେ ଟଙ୍କା ଫେରାଇ ଦେବାକୁ ଓ ସେମାନଙ୍କୁ ପାଥେୟ ଦ୍ରବ୍ୟ ଦେବାକୁ ଆଜ୍ଞା ଦେଲେ; ତହିଁରେ ତଦ୍ରୂପ କରାଗଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ତହୁଁ ଯୋଷେଫ ସେମାନଙ୍କ ପାତ୍ରରେ ଶସ୍ୟ ପୂର୍ଣ୍ଣ କରି ପ୍ରତ୍ୟେକ ଜଣର ପଟରେ ଟଙ୍କା ଫେରାଇ ଦେବାକୁ ଓ ସେମାନଙ୍କୁ ପାଥେୟ ଦ୍ରବ୍ୟ ଦେବାକୁ ଆଜ୍ଞା ଦେଲେ; ତହିଁରେ ତଦ୍ରୂପ କରାଗଲା,

Gade chapit la Kopi

ଓଡିଆ ବାଇବେଲ

25 ତହୁଁ ଯୋଷେଫ ସେମାନଙ୍କ ପାତ୍ରରେ ଶସ୍ୟ ପୂର୍ଣ୍ଣ କରି ପ୍ରତ୍ୟେକ ଜଣର ପଟରେ ଟଙ୍କା ଫେରାଇ ଦେବାକୁ ଓ ସେମାନଙ୍କୁ ପାଥେୟ ଦ୍ରବ୍ୟ ଦେବାକୁ ଆଜ୍ଞା ଦେଲେ; ତହିଁରେ ତଦ୍ରୂପ କରାଗଲା,

Gade chapit la Kopi

ପବିତ୍ର ବାଇବଲ

25 ଯୋଷେଫ ତାଙ୍କର ଦାସମାନଙ୍କୁ ନିର୍ଦ୍ଦେଶ ଦେଲେ, ସେମାନଙ୍କର ବ୍ୟାଗ୍ ଗୁଡ଼ିକୁ ଶସ୍ୟରେ ଭରପୁର କରିବା ପାଇଁ। ତାଙ୍କର ଭାଇମାନେ ସେହି ଶସ୍ୟ ପାଇଁ ତାଙ୍କୁ ଅର୍ଥ ଦେଲେ। କିନ୍ତୁ ଯୋଷେଫ ସେହି ଅର୍ଥ ନେଲେ ନାହିଁ। ସେ ସେମାନଙ୍କର ଅର୍ଥ ସେହି ବ୍ୟାଗ୍ ମଧ୍ୟରେ ପୁରାଇ ଦେଲେ। ଏହା ପରେ ଯୋଷେଫ ତାଙ୍କର ଫେରିବା ପାଇଁ ବ୍ୟବହାର ଦ୍ରବ୍ୟ ମଧ୍ୟ ତାଙ୍କୁ ଦେଲେ।

Gade chapit la Kopi




ଆଦି ପୁସ୍ତକ 42:25
9 Referans Kwoze  

ଅନିଷ୍ଟ ପରିବର୍ତ୍ତେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ।


କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,


“ହେ ତୃଷିତ ଲୋକସକଳ, ତୁମ୍ଭେମାନେ ଜଳ ନିକଟକୁ ଆସ, ପୁଣି ଯାହାର କିଛି ଅର୍ଥ ନାହିଁ, ସେ ଆସୁ; ତୁମ୍ଭେମାନେ ଆସ, କିଣ ଓ ଭୋଜନ କର; ହଁ, ଆସ, ଅର୍ଥ ଓ ମୂଲ୍ୟ ବିନା ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।


ତହିଁରେ ଇସ୍ରାଏଲଙ୍କର ପୁତ୍ରମାନେ ସେହିପରି କଲେ; ପୁଣି, ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ସେମାନଙ୍କୁ ଶଗଡ଼ ଓ ପାଥେୟ ଦ୍ରବ୍ୟ ଦେଲେ।


ତହୁଁ ସେମାନେ ଆପଣା ଆପଣା ଗଧ ଉପରେ ଶସ୍ୟ ଲଦି ସେଠାରୁ ପ୍ରସ୍ଥାନ କଲେ।


ପୁଣି, ଆପଣା ଆପଣା ହସ୍ତରେ ଦ୍ୱିଗୁଣ ଟଙ୍କା ନିଅ ଓ ତୁମ୍ଭମାନଙ୍କ ପଟ-ମୁଖରେ ଯେଉଁ ଟଙ୍କା ଫେରି ଆସିଅଛି, ତାହା ମଧ୍ୟ ହସ୍ତରେ ନେଇଯାଅ; କେଜାଣି ତାହା ଭୁଲ୍ ହୋଇଥିବ।


Swiv nou:

Piblisite


Piblisite