Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 42:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତହୁଁ ସେମାନେ ଆପଣା ଆପଣା ଗଧ ଉପରେ ଶସ୍ୟ ଲଦି ସେଠାରୁ ପ୍ରସ୍ଥାନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ତହୁଁ ସେମାନେ ଆପଣା ଆପଣା ଗଧ ଉପରେ ଶସ୍ୟ ନଦି ସେଠାରୁ ପ୍ରସ୍ଥାନ କଲେ।

Gade chapit la Kopi

ଓଡିଆ ବାଇବେଲ

26 ତହୁଁ ସେମାନେ ଆପଣା ଆପଣା ଗଧ ଉପରେ ଶସ୍ୟ ଲଦି ସେଠାରୁ ପ୍ରସ୍ଥାନ କଲେ।

Gade chapit la Kopi

ପବିତ୍ର ବାଇବଲ

26 ତେଣୁ ତାଙ୍କର ଭାଇମାନେ ସେହି ଗଧମାନଙ୍କ ପିଠିରେ ଶସ୍ୟ ଲଦି ସେହି ସ୍ଥାନ ପରିତ୍ୟାଗ କଲେ।

Gade chapit la Kopi




ଆଦି ପୁସ୍ତକ 42:26
5 Referans Kwoze  

ତହୁଁ ଯୋଷେଫ ସେମାନଙ୍କ ପାତ୍ରରେ ଶସ୍ୟପୂର୍ଣ୍ଣ କରି ପ୍ରତ୍ୟେକ ଜଣର ପଟରେ ଟଙ୍କା ଫେରାଇ ଦେବାକୁ ଓ ସେମାନଙ୍କୁ ପାଥେୟ ଦ୍ରବ୍ୟ ଦେବାକୁ ଆଜ୍ଞା ଦେଲେ; ତହିଁରେ ତଦ୍ରୂପ କରାଗଲା,


ମାତ୍ର ଉତ୍ତରିବା ସ୍ଥାନରେ ଜଣେ ଗଧକୁ ଆହାର ଦେବା ନିମନ୍ତେ ପଟ ଫିଟାନ୍ତେ, ଆପଣା ଟଙ୍କା ଦେଖିଲା; କାରଣ ପଟ ମୁହଁରେ ଟଙ୍କା ଥିଲା।


ତୁମ୍ଭେମାନେ ଯଦି ସଚ୍ଚୋଟ ଲୋକ, ତେବେ ଆପଣା ମଧ୍ୟରୁ ଏକ ଭାଇକୁ ଏହି କାରାଗାରରେ ବନ୍ଦ ରଖି ଦୁର୍ଭିକ୍ଷ ହେତୁ ଗୃହକୁ ଶସ୍ୟ ଘେନିଯାଅ।


ମାତ୍ର ତୁମ୍ଭେମାନେ ଆପଣା ସାନ ଭାଇଙ୍କୁ ଆମ୍ଭ ନିକଟକୁ ଆଣ, ତହିଁରେ ତୁମ୍ଭମାନଙ୍କ କଥା ସପ୍ରମାଣ ହେଲେ, ତୁମ୍ଭେମାନେ ମରିବ ନାହିଁ।” ତହୁଁ ସେମାନେ ସେହି ପ୍ରକାର କଲେ।


ତାହାର ବହୁତ ବଳ ଥିବାରୁ ତୁମ୍ଭେ କି ତାହାକୁ ବିଶ୍ୱାସ କରିବ? ଅବା ତୁମ୍ଭେ କି ଆପଣା କର୍ମ ତାହାକୁ ସମର୍ପଣ କରିବ?


Swiv nou:

Piblisite


Piblisite