ଆଦି ପୁସ୍ତକ 42:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଏଥିଉତ୍ତାରେ ସେମାନେ କିଣାନ ଦେଶରେ ଆପଣା ପିତା ଯାକୁବଙ୍କ ନିକଟରେ ଉପସ୍ଥିତ ହୋଇ ଆପଣାମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହାସବୁ ତାଙ୍କୁ ଜଣାଇ କହିଲେ, Gade chapit laପବିତ୍ର ବାଇବଲ (Re-edited) - (BSI)29 ଅନନ୍ତର ସେମାନେ କିଣାନ ଦେଶରେ ଆପଣା ପିତା ଯାକୁବଙ୍କ ନିକଟରେ ଉପସ୍ଥିତ ହୋଇ ଆପଣାମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହା ସବୁ ତାଙ୍କୁ ଜଣାଇ କହିଲେ, Gade chapit laଓଡିଆ ବାଇବେଲ29 ଏଥିଉତ୍ତାରେ ସେମାନେ କିଣାନ ଦେଶରେ ଆପଣା ପିତା ଯାକୁବଙ୍କ ନିକଟରେ ଉପସ୍ଥିତ ହୋଇ ଆପଣାମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହା ସବୁ ତାଙ୍କୁ ଜଣାଇ କହିଲେ, Gade chapit laପବିତ୍ର ବାଇବଲ29 ଭାଇମାନେ ସେମାନଙ୍କର ପିତା ଯାକୁବଙ୍କ ନିକଟକୁ କିଣାନ ଦେଶକୁ ଫେରିଗଲେ। ସେମାନେ ଯାକୁବଙ୍କୁ, ଯେ କି ତାଙ୍କର ପିତା, ତାଙ୍କୁ ସମସ୍ତ ବିଷୟ ଅବଗତ କରାଇଲେ। Gade chapit la |