Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 42:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 “ଯେଉଁ ବ୍ୟକ୍ତି ସେହି ଦେଶର କର୍ତ୍ତା, ସେ ଆମ୍ଭମାନଙ୍କୁ ଦେଶର ଚୋର ଜ୍ଞାନ କରି କଟୁ କଥା କହିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଯେଉଁ ବ୍ୟକ୍ତି ସେହି ଦେଶର କର୍ତ୍ତା, ସେ ଆମ୍ଭମାନଙ୍କୁ ଦେଶର ଚର ଜ୍ଞାନ କରି କଟୁ କଥା କହିଲା।

Gade chapit la Kopi

ଓଡିଆ ବାଇବେଲ

30 “ଯେଉଁ ବ୍ୟକ୍ତି ସେହି ଦେଶର କର୍ତ୍ତା, ସେ ଆମ୍ଭମାନଙ୍କୁ ଦେଶର ଚୋର ଜ୍ଞାନ କରି କଟୁ କଥା କହିଲା।”

Gade chapit la Kopi

ପବିତ୍ର ବାଇବଲ

30 ସେମାନେ କହିଲେ, “ସେ ଦେଶର କର୍ତ୍ତା ଆମ୍ଭମାନଙ୍କ ଉପରେ ରୁକ୍ଷ ବ୍ୟବହାର କଲେ। ସେ ଭାବିଲେ ଆମ୍ଭେମାନେ ଚର।

Gade chapit la Kopi




ଆଦି ପୁସ୍ତକ 42:30
4 Referans Kwoze  

ସେତେବେଳେ ଯୋଷେଫ ଆପଣା ଭାଇମାନଙ୍କୁ ଦେଖି ଚିହ୍ନିଲେ, ମାତ୍ର ସେମାନଙ୍କ ଆଗରେ ଅପରିଚିତ ଲୋକ ପରି ବ୍ୟବହାର କରି କଟୁ କଥାରେ କହିଲେ, “ତୁମ୍ଭେମାନେ କେଉଁଠାରୁ ଆସିଅଛ?” ସେମାନେ କହିଲେ, “କିଣାନ ଦେଶରୁ ଖାଦ୍ୟଦ୍ରବ୍ୟ କିଣିବାକୁ ଆସିଅଛୁ।”


ଏଥିଉତ୍ତାରେ ସେମାନେ କିଣାନ ଦେଶରେ ଆପଣା ପିତା ଯାକୁବଙ୍କ ନିକଟରେ ଉପସ୍ଥିତ ହୋଇ ଆପଣାମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହାସବୁ ତାଙ୍କୁ ଜଣାଇ କହିଲେ,


ତହୁଁ ଯୋଷେଫ ସେମାନଙ୍କ ବିଷୟରେ ଯେସବୁ ସ୍ୱପ୍ନ ଦେଖିଥିଲେ, ତାହା ସ୍ମରଣ କରି ସେମାନଙ୍କୁ କହିଲେ, “ତୁମ୍ଭେମାନେ ଚୋର ଲୋକ; ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ତୁମ୍ଭେମାନେ ଆସିଅଛ।”


ତୁମ୍ଭମାନଙ୍କ ମଧ୍ୟରୁ ଜଣକୁ ପଠାଅ, ସେ ତୁମ୍ଭ ଭାଇକୁ ଆଣୁ, ତୁମ୍ଭେମାନେ ବନ୍ଦୀ ଥାଅ; ତୁମ୍ଭମାନଙ୍କ କଥା ସତ୍ୟ କି ନାହିଁ, ପରୀକ୍ଷା ହେଲେ ଜଣାଯିବ; ନୋହିଲେ ଆମ୍ଭେ ଫାରୋର ଆୟୁର ଶପଥ କରି କହୁଅଛୁ, ତୁମ୍ଭେମାନେ ଅବଶ୍ୟ ଚୋର ଅଟ।”


Swiv nou:

Piblisite


Piblisite