Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 43:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏଥିନିମନ୍ତେ ସେମାନେ ମିସର ଦେଶରୁ ଯେଉଁ ଶସ୍ୟ ଆଣିଥିଲେ, ସେହି ସବୁ ସମାପ୍ତ ହେବାରୁ ସେମାନଙ୍କ ପିତା ସେମାନଙ୍କୁ କହିଲେ, “ତୁମ୍ଭେମାନେ ପୁନର୍ବାର ଯାଇ ଆମ୍ଭମାନଙ୍କ ନିମନ୍ତେ କିଛି ଶସ୍ୟ କିଣି ଆଣ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଏନିମନ୍ତେ ସେମାନେ ମିସର ଦେଶରୁ ଯେଉଁ ଶସ୍ୟ ଆଣିଥିଲେ, ସେହି ସବୁ ସମାପ୍ତ ହେବାରୁ ସେମାନଙ୍କ ପିତା ସେମାନଙ୍କୁ କହିଲେ, ତୁମ୍ଭେମାନେ ପୁନର୍ବାର ଯାଇ ଆମ୍ଭମାନଙ୍କ ନିମନ୍ତେ କିଛି ଶସ୍ୟ କିଣି ଆଣ।

Gade chapit la Kopi

ଓଡିଆ ବାଇବେଲ

2 ଏଥିନିମନ୍ତେ ସେମାନେ ମିସର ଦେଶରୁ ଯେଉଁ ଶସ୍ୟ ଆଣିଥିଲେ, ସେହି ସବୁ ସମାପ୍ତ ହେବାରୁ ସେମାନଙ୍କ ପିତା ସେମାନଙ୍କୁ କହିଲେ, “ତୁମ୍ଭେମାନେ ପୁନର୍ବାର ଯାଇ ଆମ୍ଭମାନଙ୍କ ନିମନ୍ତେ କିଛି ଶସ୍ୟ କିଣି ଆଣ।”

Gade chapit la Kopi

ପବିତ୍ର ବାଇବଲ

2 ଯାକୁବଙ୍କର ପରିବାର ମିଶରରୁ ଆଣିଥିବା ସମସ୍ତ ଖାଦ୍ୟ ଦ୍ରବ୍ୟ ଖାଇ ଦେଲେ। ଯେତେବେଳେ ସେହି ଶସ୍ୟସବୁ ସରିଗଲା। ଯାକୁବ ତାଙ୍କର ପୁତ୍ରମାନଙ୍କୁ କହିଲେ, “ମିଶରକୁ ଯାଇ ଆମ୍ଭମାନଙ୍କ ପାଇଁ ଆଉ କିଛି ଶସ୍ୟ ଖାଇବା ପାଇଁ ଆଣ।”

Gade chapit la Kopi




ଆଦି ପୁସ୍ତକ 43:2
11 Referans Kwoze  

କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ଦାୟିତ୍ୱ ନ ନିଏ, ସେ ବିଶ୍ୱାସମତ ଅସ୍ୱୀକାର କରିଅଛି, ଆଉ ସେ ଅବିଶ୍ୱାସୀଠାରୁ ଅଧମ ଅଟେ।


ସେ କ୍ଷେତ୍ରର ବିଷୟ ବୁଝି ତାହା କିଣେ, ସେ ଆପଣା ହସ୍ତର ଫଳ ଦେଇ ଦ୍ରାକ୍ଷାକ୍ଷେତ୍ର ରୋପଣ କରେ।


ଅହଙ୍କାର ସର୍ବନାଶର ସମ୍ମୁଖରେ ଥାଏ, ପୁଣି, ଦାମ୍ଭିକ ମନ ପତନର ସମ୍ମୁଖରେ ଥାଏ।


ଅଶାନ୍ତିଯୁକ୍ତ ବହୁ ସମ୍ପତ୍ତି ଅପେକ୍ଷା ସଦାପ୍ରଭୁଙ୍କ ଭୟଯୁକ୍ତ ଅଳ୍ପତା ଭଲ।


“ପ୍ରଭୋ, ଆମ୍ଭେମାନେ ପୂର୍ବେ ଶସ୍ୟ କିଣିବାକୁ ଆସିଥିଲୁ;


ଏଣୁ ଯଦି ତୁମ୍ଭେ ଆମ୍ଭମାନଙ୍କ ଭାଇକୁ ସଙ୍ଗରେ ପଠାଇବ, ତେବେ ଆମ୍ଭେମାନେ ତୁମ୍ଭ ପାଇଁ ଶସ୍ୟ କିଣିବାକୁ ଯିବୁ।


ଏହି ସମୟରେ ମଧ୍ୟଦେଶରେ ଅତିଶୟ ଦୁର୍ଭିକ୍ଷ ଥିଲା।


ତହିଁରେ ଯିହୁଦା ତାଙ୍କୁ କହିଲା, “ସେ ବ୍ୟକ୍ତି ଦୃଢ଼ ପ୍ରତିଜ୍ଞା କରି କହିଅଛି, ‘ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ।’


ଏଥିଉତ୍ତାରେ ଆମ୍ଭମାନଙ୍କ ପିତା କହିଲେ, ‘ତୁମ୍ଭେମାନେ ପୁନର୍ବାର ଯାଇ ଆମ୍ଭମାନଙ୍କ ନିମନ୍ତେ କିଛି ଭକ୍ଷ୍ୟ କିଣି ଆଣ।’


Swiv nou:

Piblisite


Piblisite