Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 43:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମାତ୍ର ଯଦି ନ ପଠାଇବ, ତେବେ ଆମ୍ଭେମାନେ ଯିବୁ ନାହିଁ; କାରଣ ସେ ବ୍ୟକ୍ତି କହିଅଛି, ‘ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ମାତ୍ର ଯେବେ ନ ପଠାଇବ, ତେବେ ଆମ୍ଭେମାନେ ଯିବୁ ନାହିଁ; କାରଣ ସେ ବ୍ୟକ୍ତି କହିଅଛି, ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

5 ମାତ୍ର ଯଦି ନ ପଠାଇବ, ତେବେ ଆମ୍ଭେମାନେ ଯିବୁ ନାହିଁ; କାରଣ ସେ ବ୍ୟକ୍ତି କହିଅଛି, ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

5 ଯଦି ତୁମ୍ଭେ ବିନ୍ୟାମୀନଙ୍କୁ ଆମ୍ଭ ସହିତ ନ ପଠାଅ, ତେବେ ଆମ୍ଭେ ଆଉ ସେଠାକୁ ଯିବୁ ନାହିଁ। ସେ ଲୋକ ଆମ୍ଭକୁ ସତର୍କ କରାଇ ଦେଇଛି ଯେ ତୁମ୍ଭର ସାନ ଭାଇକୁ ନ ଆଣି ଏଠାକୁ ଆସିବ ନାହିଁ।”

Gade chapit la Kopi




ଆଦି ପୁସ୍ତକ 43:5
10 Referans Kwoze  

ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।


ତହିଁରେ ଆମ୍ଭେମାନେ କହିଲୁ, ‘ଯାଇ ପାରିବୁ ନାହିଁ; ଯଦି ସାନ ଭାଇ ଆମ୍ଭମାନଙ୍କ ସଙ୍ଗରେ ଥିବ, ତେବେ ଯାଇ ପାରିବୁ; କାରଣ ସାନ ଭାଇ ଆମ୍ଭମାନଙ୍କ ସଙ୍ଗରେ ନ ଥିଲେ, ଆମ୍ଭେମାନେ ସେହି ବ୍ୟକ୍ତିଙ୍କର ମୁଖ ଦେଖି ପାରିବୁ ନାହିଁ।’


ତେବେ ସେ କହିଲେ, “ମୋʼ ପୁଅ ତୁମ୍ଭମାନଙ୍କ ସଙ୍ଗରେ ଯିବ ନାହିଁ, ତାହାର ସହୋଦର ମରିଅଛି, ସେ ହିଁ କେବଳ ଅଛି; ତୁମ୍ଭେମାନେ ଯେଉଁ ପଥରେ ଯାଉଅଛ, ତହିଁରେ ଏହାକୁ ଯଦି କୌଣସି ବିପଦ ଘଟିବ, ତେବେ ତୁମ୍ଭେମାନେ ମୋତେ ଶୋକରେ ଏହି ପକ୍ୱ କେଶରେ କବରକୁ ପଠାଇବ।”


ମାତ୍ର ତୁମ୍ଭେମାନେ ଆପଣା ସାନ ଭାଇଙ୍କୁ ଆମ୍ଭ ନିକଟକୁ ଆଣ, ତହିଁରେ ତୁମ୍ଭମାନଙ୍କ କଥା ସପ୍ରମାଣ ହେଲେ, ତୁମ୍ଭେମାନେ ମରିବ ନାହିଁ।” ତହୁଁ ସେମାନେ ସେହି ପ୍ରକାର କଲେ।


ତହିଁରେ ଯିହୁଦା ତାଙ୍କୁ କହିଲା, “ସେ ବ୍ୟକ୍ତି ଦୃଢ଼ ପ୍ରତିଜ୍ଞା କରି କହିଅଛି, ‘ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ।’


ଏଣୁ ଯଦି ତୁମ୍ଭେ ଆମ୍ଭମାନଙ୍କ ଭାଇକୁ ସଙ୍ଗରେ ପଠାଇବ, ତେବେ ଆମ୍ଭେମାନେ ତୁମ୍ଭ ପାଇଁ ଶସ୍ୟ କିଣିବାକୁ ଯିବୁ।


ତହିଁରେ ଇସ୍ରାଏଲ କହିଲେ, “ତୁମ୍ଭମାନଙ୍କର ଆଉ ଏକ ଭାଇ ଅଛି, ଏହା ସେହି ମନୁଷ୍ୟକୁ କହି ମୋʼ ପ୍ରତି ଏପରି କୁବ୍ୟବହାର କାହିଁକି କଲ?”


ତହିଁରେ ଆପଣ ଏହି ଦାସମାନଙ୍କୁ କହିଲେ, ‘ତୁମ୍ଭମାନଙ୍କ ସଙ୍ଗରେ କନିଷ୍ଠ ଭାଇ ନ ଆସିଲେ, ତୁମ୍ଭେମାନେ ଆଉ ଆମ୍ଭ ମୁଖ ଦେଖି ପାରିବ ନାହିଁ।’


ଏହା ଦ୍ୱାରା ତୁମ୍ଭମାନଙ୍କୁ ପରୀକ୍ଷା କରାଯିବ; ଆମ୍ଭେ ଫାରୋର ଆୟୁର ଶପଥ କରି କହୁଅଛୁ, ତୁମ୍ଭମାନଙ୍କର କନିଷ୍ଠ ଭ୍ରାତା ଏଠାକୁ ନ ଆସିଲେ, ତୁମ୍ଭେମାନେ ଏଠାରୁ ଯାଇ ପାରିବ ନାହିଁ।


ଏଥିଉତ୍ତାରେ ଆମ୍ଭମାନଙ୍କ ପିତା କହିଲେ, ‘ତୁମ୍ଭେମାନେ ପୁନର୍ବାର ଯାଇ ଆମ୍ଭମାନଙ୍କ ନିମନ୍ତେ କିଛି ଭକ୍ଷ୍ୟ କିଣି ଆଣ।’


Swiv nou:

Piblisite


Piblisite