Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 43:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହିଁରେ ଇସ୍ରାଏଲ କହିଲେ, “ତୁମ୍ଭମାନଙ୍କର ଆଉ ଏକ ଭାଇ ଅଛି, ଏହା ସେହି ମନୁଷ୍ୟକୁ କହି ମୋʼ ପ୍ରତି ଏପରି କୁବ୍ୟବହାର କାହିଁକି କଲ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହିଁରେ ଇସ୍ରାଏଲ କହିଲେ, ତୁମ୍ଭମାନଙ୍କର ଆଉ ଏକ ଭାଇ ଅଛି, ଏହା ସେହି ମନୁଷ୍ୟକୁ କହି ମୋʼ ପ୍ରତି ଏପରି କୁବ୍ୟବହାର କାହିଁକି କଲ?

Gade chapit la Kopi

ଓଡିଆ ବାଇବେଲ

6 ତହିଁରେ ଇସ୍ରାଏଲ କହିଲେ, “ତୁମ୍ଭମାନଙ୍କର ଆଉ ଏକ ଭାଇ ଅଛି, ଏହା ସେହି ମନୁଷ୍ୟକୁ କହି ମୋ’ ପ୍ରତି ଏପରି କୁବ୍ୟବହାର କାହିଁକି କଲ ?”

Gade chapit la Kopi

ପବିତ୍ର ବାଇବଲ

6 ଯାକୁବ କହିଲେ, “ତୁମ୍ଭେମାନେ କାହିଁକି କହିଲ ଯେ ତୁମ୍ଭର ଆଉ ଏକ ଭାଇ ଅଛି ବୋଲି? ତୁମ୍ଭେମାନେ ମୋ’ ପାଇଁ ଏକ ଖରାପ କାର୍ଯ୍ୟ କାହିଁକି କଲ?”

Gade chapit la Kopi




ଆଦି ପୁସ୍ତକ 43:6
3 Referans Kwoze  

ମାତ୍ର ଯଦି ନ ପଠାଇବ, ତେବେ ଆମ୍ଭେମାନେ ଯିବୁ ନାହିଁ; କାରଣ ସେ ବ୍ୟକ୍ତି କହିଅଛି, ‘ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ।’”


ସେମାନେ କହିଲେ, “ସେ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ଜ୍ଞାତିମାନଙ୍କ ବିଷୟ ସୂକ୍ଷ୍ମ ରୂପେ ପଚାରି କହିଲା, ‘ତୁମ୍ଭମାନଙ୍କ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି? ତୁମ୍ଭମାନଙ୍କର କି ଆଉ ଭାଇ ଅଛି?’ ଏଣୁ ଆମ୍ଭେମାନେ ସେହି କଥା ପ୍ରମାଣେ ଉତ୍ତର ଦେଇଥିଲୁ; ସେ ଯେ ‘ତୁମ୍ଭମାନଙ୍କ ଭାଇଙ୍କୁ ଏଠାକୁ ଆଣ ବୋଲି କହିବ, ଏହା ଆମ୍ଭେମାନେ କିପ୍ରକାରେ ଜାଣି ପାରନ୍ତୁ?’”


ପୁଣି, ମୋଶାଙ୍କୁ କହିଲେ, “ମିସରରେ କବର ନ ଥିଲା ବୋଲି କି ପ୍ରାନ୍ତରରେ ତୁମ୍ଭେ ଆମ୍ଭମାନଙ୍କୁ ମାରିବାକୁ ଆଣିଲ? ଆମ୍ଭମାନଙ୍କ ସଙ୍ଗରେ ଏରୂପ ବ୍ୟବହାର କରି ଆମ୍ଭମାନଙ୍କୁ ମିସରରୁ କାହିଁକି ବାହାର କରି ଆଣିଲ?


Swiv nou:

Piblisite


Piblisite