ଆଦି ପୁସ୍ତକ 43:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେମାନେ କହିଲେ, “ସେ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ଜ୍ଞାତିମାନଙ୍କ ବିଷୟ ସୂକ୍ଷ୍ମ ରୂପେ ପଚାରି କହିଲା, ‘ତୁମ୍ଭମାନଙ୍କ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି? ତୁମ୍ଭମାନଙ୍କର କି ଆଉ ଭାଇ ଅଛି?’ ଏଣୁ ଆମ୍ଭେମାନେ ସେହି କଥା ପ୍ରମାଣେ ଉତ୍ତର ଦେଇଥିଲୁ; ସେ ଯେ ‘ତୁମ୍ଭମାନଙ୍କ ଭାଇଙ୍କୁ ଏଠାକୁ ଆଣ ବୋଲି କହିବ, ଏହା ଆମ୍ଭେମାନେ କିପ୍ରକାରେ ଜାଣି ପାରନ୍ତୁ?’” Gade chapit laପବିତ୍ର ବାଇବଲ (Re-edited) - (BSI)7 ସେମାନେ କହିଲେ, ସେ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ଜ୍ଞାତିମାନଙ୍କ ବିଷୟ ସୂକ୍ଷ୍ମ ରୂପେ ପଚାରି କହିଲା, ତୁମ୍ଭମାନଙ୍କ ପିତା କି ଆଜିଯାଏ ବଞ୍ଚିଅଛନ୍ତି? ତୁମ୍ଭମାନଙ୍କର କି ଆଉ ଭାଇ ଅଛି? ଏଣୁ ଆମ୍ଭେମାନେ ସେହି କଥା ପ୍ରମାଣେ ଉତ୍ତର ଦେଇଥିଲୁ; ସେ ଯେ ତୁମ୍ଭମାନଙ୍କ ଭାଇକି ଏଠାକୁ ଆଣ ବୋଲି କହିବ, ଏହା ଆମ୍ଭେମାନେ କିପ୍ରକାରେ ଜାଣି ପାରନ୍ତୁ? Gade chapit laଓଡିଆ ବାଇବେଲ7 ସେମାନେ କହିଲେ, “ସେ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ଜ୍ଞାତିମାନଙ୍କ ବିଷୟ ସୂକ୍ଷ୍ମ ରୂପେ ପଚାରି କହିଲା, ତୁମ୍ଭମାନଙ୍କ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି ? ତୁମ୍ଭମାନଙ୍କର କି ଆଉ ଭାଇ ଅଛି ? ଏଣୁ ଆମ୍ଭେମାନେ ସେହି କଥା ପ୍ରମାଣେ ଉତ୍ତର ଦେଇଥିଲୁ; ସେ ଯେ ତୁମ୍ଭମାନଙ୍କ ଭାଇଙ୍କୁ ଏଠାକୁ ଆଣ ବୋଲି କହିବ, ଏହା ଆମ୍ଭେମାନେ କିପ୍ରକାରେ ଜାଣି ପାରନ୍ତୁ ?” Gade chapit laପବିତ୍ର ବାଇବଲ7 ଭାଇମାନେ ଉତ୍ତର ଦେଲେ, “ସେ ଲୋକ ଆମ୍ଭମାନଙ୍କୁ ବହୁତ ଗୁଡ଼ିଏ ପ୍ରଶ୍ନ ପଗ୍ଭରିଲେ। ସେ ଆମ୍ଭ ବିଷୟରେ ଓ ଆମ୍ଭ ପରିବାର ବିଷୟରେ ସବୁ ଜାଣିବାକୁ ଗ୍ଭହିଁଲେ। ସେ ଆମ୍ଭମାନଙ୍କୁ ପଗ୍ଭରିଲେ, ‘ତୁମ୍ଭର ପିତା କ’ଣ ଏବେ ବି ଜୀବିତ? ତୁମ୍ଭର ଆଉ କୌଣସି ଭାଇ ଗୃହରେ ଅଛି କି?’ ଆମ୍ଭେ ଜାଣି ନ ଥିଲୁ ସେ ଆମ୍ଭକୁ କହିବ ଯେ ତୁମ୍ଭର ଭାଇକୁ ଏଠାକୁ ଆଣ।” Gade chapit la |