Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 43:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମୁଁ ତାହାର ଲଗା ହେଲି, ମୋʼ ହସ୍ତରୁ ତାକୁ ବୁଝି ନେବ; ମୁଁ ଯଦି ତାକୁ ଆଣି ତୁମ୍ଭ ସମ୍ମୁଖରେ ନ ରଖେ, ତେବେ ସେହି ଦୋଷ ସର୍ବଦା ମୋʼ ଉପରେ ବର୍ତ୍ତିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ମୁଁ ତାହାର ଲଗା ହେଲି, ମୋʼ ହସ୍ତରୁ ତାକୁ ବୁଝି ନେବ; ମୁଁ ଯେବେ ତାକୁ ଆଣି ତୁମ୍ଭ ସମ୍ମୁଖରେ ନ ରଖେ, ତେବେ ସେହି ଦୋଷ ସର୍ବଦା ମୋʼ ଉପରେ ବର୍ତ୍ତିବ।

Gade chapit la Kopi

ଓଡିଆ ବାଇବେଲ

9 ମୁଁ ତାହାର ଲଗା ହେଲି, ମୋ’ ହସ୍ତରୁ ତାକୁ ବୁଝି ନେବ; ମୁଁ ଯଦି ତାକୁ ଆଣି ତୁମ୍ଭ ସମ୍ମୁଖରେ ନ ରଖେ, ତେବେ ସେହି ଦୋଷ ସର୍ବଦା ମୋ’ ଉପରେ ବର୍ତ୍ତିବ।

Gade chapit la Kopi

ପବିତ୍ର ବାଇବଲ

9 ମୁଁ ତୁମ୍ଭକୁ ପ୍ରତିଶୃତି ଦେଉଛି ଯେ ସେ ନିରାପଦ ରହିବ। ମୁଁ ତା’ ପାଇଁ ଦାୟୀ ରହିବି। ଯଦି ମୁଁ ତାକୁ ତୁମ୍ଭ ନିକଟକୁ ଫେରାଇ ନ ଆଣେ, ତେବେ ତୁମ୍ଭେ ମୋତେ ଜୀବନ ସାରା ଦୋଷ ଦେବ।

Gade chapit la Kopi




ଆଦି ପୁସ୍ତକ 43:9
16 Referans Kwoze  

ତହିଁରେ ରୁବେନ୍‍ ପିତାଙ୍କୁ କହିଲା, “ମୁଁ ଯଦି ତୁମ୍ଭ ପାଖକୁ ତାକୁ ନ ଆଣେ, ତେବେ ତୁମ୍ଭେ ମୋର ଦୁଇ ପୁଅଙ୍କୁ ବଧ କରିବ; ମୋʼ ହସ୍ତରେ ତାକୁ ସମର୍ପଣ କର; ମୁଁ ତାକୁ ପୁନର୍ବାର ତୁମ୍ଭ ପାଖକୁ ଆଣି ଦେବି।”


ସେହି ପ୍ରକାରେ ଯୀଶୁ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି।


ଆମ୍ଭେ ଯେତେବେଳେ ଦୁଷ୍ଟକୁ କହୁ, ‘ହେ ଦୁଷ୍ଟ ଲୋକ, ତୁମ୍ଭେ ନିଶ୍ଚୟ ମରିବ,’ ସେତେବେଳେ ତୁମ୍ଭେ ତାହାର ପଥ ବିଷୟରେ ସେହି ଦୁଷ୍ଟ ଲୋକକୁ ସଚେତନ କରିବା ପାଇଁ ଯଦି କିଛି ନ କୁହ; ତେବେ ସେହି ଦୁଷ୍ଟ ନିଜ ଅଧର୍ମରେ ମରିବ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପରିଶୋଧ ନେବା।


ମାତ୍ର ସେ ପ୍ରହରୀ ଯଦି ଖଡ୍ଗ ଆସିବାର ଦେଖି ତୂରୀ ନ ବଜାଏ, ପୁଣି, ଲୋକମାନେ ସଚେତନ ନ ହୁଅନ୍ତି, ଆଉ ଖଡ୍ଗ ଆସି ସେମାନଙ୍କ ମଧ୍ୟରୁ କୌଣସି ଲୋକକୁ ସଂହାର କରେ; ତେବେ ସେ ନିଜ ଅଧର୍ମରେ ସଂହାରିତ ହେଲା, ମାତ୍ର ଆମ୍ଭେ ତାହାର ରକ୍ତର ପରିଶୋଧ ସେହି ପ୍ରହରୀର ହସ୍ତରୁ ନେବା।


ପୁନର୍ବାର କୌଣସି ଧାର୍ମିକ ଲୋକ ଯଦି ଆପଣା ଧର୍ମରୁ ଫେରି ଅଧର୍ମ କରେ ଓ ଆମ୍ଭେ ତାହା ସମ୍ମୁଖରେ ବାଧା ରଖୁ, ତେବେ ସେ ମରିବ; ତୁମ୍ଭେ ତାହାକୁ ଚେତନା ନ ଦେବା ସକାଶୁ ସେ ଆପଣା ପାପରେ ମରିବ ଓ ତାହାର ଧର୍ମକର୍ମସବୁ ସ୍ମରଣ କରାଯିବ ନାହିଁ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା।


‘ତୁମ୍ଭେ ନିଶ୍ଚୟ ମରିବ,’ ଏହି କଥା ଯେତେବେଳେ ଆମ୍ଭେ ଦୁଷ୍ଟକୁ କହୁ; ସେତେବେଳେ ତୁମ୍ଭେ ଯଦି ତାହାକୁ ଚେତନା ନ ଦିଅ, କିଅବା ତାହାର ପ୍ରାଣ ରକ୍ଷା ନିମନ୍ତେ ଚେତନା ଦେବା ପାଇଁ ସେହି ଦୁଷ୍ଟ ଲୋକକୁ ତାହାର କୁପଥ ବିଷୟରେ କିଛି ନ କୁହ; ତେବେ ସେହି ଦୁଷ୍ଟ ଲୋକ ଆପଣା ଅଧର୍ମରେ ମରିବ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା।


ମଙ୍ଗଳ ନିମନ୍ତେ ଆପଣା ଦାସର ଲଗା ହୁଅ; ଅହଙ୍କାରୀମାନଙ୍କୁ ମୋʼ ପ୍ରତି ଉପଦ୍ରବ କରିବାକୁ ଦିଅ ନାହିଁ।


ହେ ପରମେଶ୍ୱର ବିନୟ କରୁଅଛି, ପ୍ରତିନିଧି ଦିଅ, ଆପଣା ନିକଟରେ ଆପେ ମୋʼ ପାଇଁ ଲଗା ହୁଏ; ଆଉ କିଏ ମୋʼ ହାତରେ ହାତ ଦେବ?


ନୋହିଲେ ମୋʼ ପ୍ରଭୁ ମହାରାଜ ଆପଣା ପିତୃଲୋକମାନଙ୍କ ସହିତ ଶୟନ କଲା ଉତ୍ତାରେ ମୁଁ ଓ ମୋʼ ପୁତ୍ର ଶଲୋମନ ଦୋଷୀ ଗଣିତ ହେବୁ।


ବରଞ୍ଚ ହିଂସ୍ରକ ଜନ୍ତୁ ଯାହାକୁ ଖଣ୍ଡିଆ କଲା, ତାହା ସୁଦ୍ଧା ତୁମ୍ଭ କତିକି ଆଣିଲି ନାହିଁ; ସେ କ୍ଷତି ଆପେ ସହିଲି; ଦିନରେ ଚୋରି ଯାଉ କି ରାତିରେ ଚୋରି ଯାଉ, ତାହା ତୁମ୍ଭେ ମୋʼ ହାତରୁ ନେଲ।


ପୁଣି, ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତାନ୍ତ ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା।


ଯେପରି ହେବଲଙ୍କ ରକ୍ତପାତଠାରୁ, ଯେଉଁ ଜିଖରୀୟ ବେଦି ଓ ମନ୍ଦିରର ପବିତ୍ର ସ୍ଥାନର ମଧ୍ୟସ୍ଥଳରେ ହତ ହେଲେ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ଜଗତର ଆରମ୍ଭରୁ ଯେତେ ଭାବବାଦୀଙ୍କର ରକ୍ତପାତ ହୋଇଅଛି,


ଯଦି ଆମ୍ଭମାନଙ୍କର ଏତେ ବିଳମ୍ବ ହୋଇ ନ ଥାʼନ୍ତା, ତେବେ ଆମ୍ଭେମାନେ ଦ୍ୱିତୀୟ ଥର ବାହୁଡ଼ି ଆସନ୍ତୁଣି।”


ତହୁଁ ତକୋୟର ସେହି ସ୍ତ୍ରୀ ରାଜାଙ୍କୁ କହିଲା, “ହେ ମୋହର ପ୍ରଭୋ, ମହାରାଜ, ଏ ଅପରାଧଟି ମୋʼ ଉପରେ ଓ ମୋʼ ପିତୃଗୃହ ଉପରେ ଥାଉ; ମାତ୍ର ମହାରାଜ ଓ ତାଙ୍କ ସିଂହାସନ ଦୋଷରହିତ ହେଉନ୍ତୁ।”


Swiv nou:

Piblisite


Piblisite