Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 44:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେ ଗୃହାଧ୍ୟକ୍ଷ ଜ୍ୟେଷ୍ଠଠାରୁ ଆରମ୍ଭ କରି କନିଷ୍ଠ ପର୍ଯ୍ୟନ୍ତ ଖୋଜି ଗଲା; ଆଉ ବିନ୍ୟାମୀନ୍‍ର ପଟରୁ ସେହି ତାଟିଆ ମିଳିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେ ଗୃହାଧ୍ୟକ୍ଷ ଜ୍ୟେଷ୍ଠଠାରୁ ଆରମ୍ଭ କରି କନିଷ୍ଠ ପର୍ଯ୍ୟନ୍ତ ଖୋଜି ଗଲା; ଆଉ ବିନ୍ୟାମିନର ପଟରୁ ସେହି ତାଟିଆ ମିଳିଲା।

Gade chapit la Kopi

ଓଡିଆ ବାଇବେଲ

12 ସେ ଗୃହାଧ୍ୟକ୍ଷ ଜ୍ୟେଷ୍ଠଠାରୁ ଆରମ୍ଭ କରି କନିଷ୍ଠ ପର୍ଯ୍ୟନ୍ତ ଖୋଜି ଗଲା; ଆଉ ବିନ୍ୟାମୀନ୍‍ର ପଟରୁ ସେହି ତାଟିଆ ମିଳିଲା।

Gade chapit la Kopi

ପବିତ୍ର ବାଇବଲ

12 ଯୋଷେଫଙ୍କ ଦାସ ସେହି ପଟଗୁଡ଼ିକୁ ଦେଖିଲେ। ସେ ବଡ଼ ଭାଇର ପଟ ପ୍ରଥମେ ଦେଖିଲେ, ଏହିପରି କ୍ରମାନ୍ୱୟରେ ସାନର ପଟ ଦେଖିଲେ। ଶେଷରେ ବିନ୍ୟାମୀନର ପଟରୁ ସେହି ପାତ୍ରଟିକୁ ପାଇଲେ।

Gade chapit la Kopi




ଆଦି ପୁସ୍ତକ 44:12
6 Referans Kwoze  

ଆଉ କନିଷ୍ଠ ପଟରେ ତାହାର ଶସ୍ୟ କିଣିବା ଟଙ୍କା ସଙ୍ଗେ ଆମ୍ଭ ତାଟିଆ, ସେ ରୂପା ତାଟିଆ ରଖ।” ତହିଁରେ ସେ ଯୋଷେଫଙ୍କ କଥାନୁସାରେ କଲା।


ଏଥିଉତ୍ତାରେ ଯୋଷେଫଙ୍କ ସମ୍ମୁଖରେ ସେମାନଙ୍କର ଜ୍ୟେଷ୍ଠ ଜ୍ୟେଷ୍ଠ ସ୍ଥାନରେ ଓ କନିଷ୍ଠ କନିଷ୍ଠ ସ୍ଥାନରେ ବସିଲେ; ତହିଁରେ ସେମାନେ ପରସ୍ପର ଆଶ୍ଚର୍ଯ୍ୟ ବୋଧ କଲେ।


ସର୍ବଶକ୍ତିମାନ ପରମେଶ୍ୱର ତୁମ୍ଭମାନଙ୍କୁ ସେହି ବ୍ୟକ୍ତି ନିକଟରେ ଏପରି ଅନୁଗ୍ରହପାତ୍ର କରନ୍ତୁ, ଯେପରି ସେ ତୁମ୍ଭମାନଙ୍କ ଅନ୍ୟ ଭାଇଙ୍କୁ ଓ ବିନ୍ୟାମୀନ୍‍କୁ ଛାଡ଼ିଦେବ। ମାତ୍ର ଯଦି ମୋତେ ପୁତ୍ରହୀନ ହେବାକୁ ହୁଏ, ତେବେ ପୁତ୍ରହୀନ ହେବି।”


ତହୁଁ ସେମାନେ ସେହିକ୍ଷଣି ଭୂମିରେ ଆପଣା ଆପଣା ପଟ ଉତ୍ତାରି ପ୍ରତ୍ୟେକେ ଆପଣା ଆପଣା ପଟ ଫିଟାଇବାକୁ ଲାଗିଲେ।


Swiv nou:

Piblisite


Piblisite