ଆଦି ପୁସ୍ତକ 44:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତେବେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏ କିପରି କାର୍ଯ୍ୟ କଲ? ଆମ୍ଭ ପରି ଲୋକ ଯେ ଅବଶ୍ୟ ଗଣକତା କରି ପାରିବ, ଏହା କି ତୁମ୍ଭେମାନେ ଜାଣ ନାହିଁ?” Gade chapit laପବିତ୍ର ବାଇବଲ (Re-edited) - (BSI)15 ତେବେ ଯୋଷେଫ ସେମାନଙ୍କୁ କହିଲେ, ତୁମ୍ଭେମାନେ ଏ କିପରି କାର୍ଯ୍ୟ କଲ? ଆମ୍ଭ ପରା ଲୋକ ଯେ ଅବଶ୍ୟ ଗଣକତା କରି ପାରିବ, ଏହା କି ତୁମ୍ଭେମାନେ ଜାଣ ନାହିଁ? Gade chapit laଓଡିଆ ବାଇବେଲ15 ତେବେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏ କିପରି କାର୍ଯ୍ୟ କଲ ? ଆମ୍ଭ ପରି ଲୋକ ଯେ ଅବଶ୍ୟ ଗଣକତା କରି ପାରିବ, ଏହା କି ତୁମ୍ଭେମାନେ ଜାଣ ନାହିଁ ?” Gade chapit laପବିତ୍ର ବାଇବଲ15 ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେ କାହିଁକି ଏପରି କଲ? ତୁମ୍ଭେ କ’ଣ ଜାଣି ପାରିଲ ନାହିଁ, ମୁଁ ସମସ୍ତ ଗୁପ୍ତକଥା ଜାଣିପାରେ। ମୋ'ଠାରୁ ଅନ୍ୟ କୌଣସି ଲୋକ ଏପରି ଭୁଲ୍ କରି ପାରିବ ନାହିଁ।” Gade chapit la |