ଆଦି ପୁସ୍ତକ 44:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତହିଁରେ ଯିହୁଦା ନିକଟକୁ ଯାଇ କହିଲା, “ପ୍ରଭୋ, ଆପଣଙ୍କ ଏହି ଦାସକୁ ପ୍ରଭୁଙ୍କ କର୍ଣ୍ଣଗୋଚରରେ ପଦେ ନିବେଦନ କରିବାକୁ ଅନୁମତି ଦେଉନ୍ତୁ ଓ ଆପଣା ଦାସ ପ୍ରତି ଆପଣଙ୍କ କ୍ରୋଧ ପ୍ରଜ୍ୱଳିତ ନ ହେଉ; କାରଣ ଆପଣ ଫାରୋଙ୍କ ତୁଲ୍ୟ ଅଟନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)18 ତହିଁରେ ଯିହୁଦା ନିକଟକୁ ଯାଇ କହିଲା, ପ୍ରଭୋ, ଆପଣଙ୍କ ଏହି ଦାସକୁ ପ୍ରଭୁଙ୍କ କର୍ଣ୍ଣଗୋଚରରେ ପଦେ ନିବେଦନ କରିବାକୁ ଅନୁମତି ଦେଉନ୍ତୁ ଓ ଆପଣା ଦାସ ପ୍ରତି ଆପଣଙ୍କ କ୍ରୋଧ ପ୍ରଜ୍ଵଳିତ ନ ହେଉ; କାରଣ ଆପଣ ଫାରୋଙ୍କ ତୁଲ୍ୟ ଅଟନ୍ତି। Gade chapit laଓଡିଆ ବାଇବେଲ18 ତହିଁରେ ଯିହୁଦା ନିକଟକୁ ଯାଇ କହିଲା, “ପ୍ରଭୁ, ଆପଣଙ୍କ ଏହି ଦାସକୁ ପ୍ରଭୁଙ୍କ କର୍ଣ୍ଣଗୋଚରରେ ପଦେ ନିବେଦନ କରିବାକୁ ଅନୁମତି ଦେଉନ୍ତୁ ଓ ଆପଣା ଦାସ ପ୍ରତି ଆପଣଙ୍କ କ୍ରୋଧ ପ୍ରଜ୍ଜ୍ୱଳିତ ନ ହେଉ; କାରଣ ଆପଣ ଫାରୋଙ୍କ ତୁଲ୍ୟ ଅଟନ୍ତି।” Gade chapit laପବିତ୍ର ବାଇବଲ18 ଏହା ପରେ ଯିହୁଦା ଯୋଷେଫଙ୍କ ନିକଟକୁ ଯାଇ କହିଲେ, “ହେ ମହାଶୟ, ମୋତେ ଟିକେ କହିବାକୁ ଦିଅନ୍ତୁ। ଦୟାକରି ମୋ’ ଉପରେ କ୍ରୋଧ କରନ୍ତୁ ନାହିଁ। ମୁଁ ଜାଣେ ଆପଣ ଫାରୋଙ୍କ ତୁଲ୍ୟ। Gade chapit la |
ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋʼ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବ?”