ଆଦି ପୁସ୍ତକ 44:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ କନିଷ୍ଠ ପଟରେ ତାହାର ଶସ୍ୟ କିଣିବା ଟଙ୍କା ସଙ୍ଗେ ଆମ୍ଭ ତାଟିଆ, ସେ ରୂପା ତାଟିଆ ରଖ।” ତହିଁରେ ସେ ଯୋଷେଫଙ୍କ କଥାନୁସାରେ କଲା। Gade chapit laପବିତ୍ର ବାଇବଲ (Re-edited) - (BSI)2 ଆଉ କନିଷ୍ଠ ପଟରେ ତାହାର ଶସ୍ୟ କିଣିବା ଟଙ୍କା ସଙ୍ଗେ ଆମ୍ଭ ତାଟିଆ, ସେ ରୂପା ତାଟିଆ ରଖ। ତହିଁରେ ସେ ଯୋଷେଫଙ୍କ କଥାନୁସାରେ କଲା। Gade chapit laଓଡିଆ ବାଇବେଲ2 ଆଉ କନିଷ୍ଠ ପଟରେ ତାହାର ଶସ୍ୟ କିଣିବା ଟଙ୍କା ସଙ୍ଗେ ଆମ୍ଭ ତାଟିଆ, ସେ ରୂପା ତାଟିଆ ରଖ।” ତହିଁରେ ସେ ଯୋଷେଫଙ୍କ କଥାନୁସାରେ କଲା। Gade chapit laପବିତ୍ର ବାଇବଲ2 ସାନ ଭାଇର ପଟରେ ତା'ର ଟଙ୍କାତକ ଭର୍ତ୍ତି କର। କିନ୍ତୁ ତା'ର ପଟରେ ମୋର ରୂପା ତାଟିଆ ରଖ।” ଯୋଷେଫ ସେମାନଙ୍କୁ ଯେପରି କହିଲେ ଦାସମାନେ ଠିକ୍ ସେହିପରି କଲେ। Gade chapit la |