Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 44:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏଥିରେ ଆପଣ ଏହି ଦାସମାନଙ୍କୁ କହିଥିଲେ, ‘ତୁମ୍ଭେମାନେ ତାକୁ ଆମ୍ଭ କତିକି ଆଣ, ଆମ୍ଭେ ତାକୁ ସ୍ୱଚକ୍ଷୁରେ ଦେଖିବା।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଏଥିରେ ଆପଣ ଏହି ଦାସମାନଙ୍କୁ କହିଥିଲେ, ତୁମ୍ଭେମାନେ ତାକୁ ଆମ୍ଭ କତିକି ଆଣ, ଆମ୍ଭେ ତାକୁ ସ୍ଵଚକ୍ଷୁରେ ଦେଖିବା।

Gade chapit la Kopi

ଓଡିଆ ବାଇବେଲ

21 ଏଥିରେ ଆପଣ ଏହି ଦାସମାନଙ୍କୁ କହିଥିଲେ, “ତୁମ୍ଭେମାନେ ତାକୁ ଆମ୍ଭ କତିକି ଆଣ, ଆମ୍ଭେ ତାକୁ ସ୍ୱଚକ୍ଷୁରେ ଦେଖିବା।”

Gade chapit la Kopi

ପବିତ୍ର ବାଇବଲ

21 ତା'ପରେ ଆପଣ ଆମ୍ଭକୁ କହିଲେ, ‘ତେବେ ସେହି ସାନଭାଇକୁ ଏଠାକୁ ଆଣ ମୁଁ ଦେଖିବାକୁ ଗ୍ଭହେଁ।’

Gade chapit la Kopi




ଆଦି ପୁସ୍ତକ 44:21
7 Referans Kwoze  

ଏହା ଦ୍ୱାରା ତୁମ୍ଭମାନଙ୍କୁ ପରୀକ୍ଷା କରାଯିବ; ଆମ୍ଭେ ଫାରୋର ଆୟୁର ଶପଥ କରି କହୁଅଛୁ, ତୁମ୍ଭମାନଙ୍କର କନିଷ୍ଠ ଭ୍ରାତା ଏଠାକୁ ନ ଆସିଲେ, ତୁମ୍ଭେମାନେ ଏଠାରୁ ଯାଇ ପାରିବ ନାହିଁ।


ମାତ୍ର ତୁମ୍ଭେମାନେ ଆପଣା ସାନ ଭାଇଙ୍କୁ ଆମ୍ଭ ନିକଟକୁ ଆଣ, ତହିଁରେ ତୁମ୍ଭମାନଙ୍କ କଥା ସପ୍ରମାଣ ହେଲେ, ତୁମ୍ଭେମାନେ ମରିବ ନାହିଁ।” ତହୁଁ ସେମାନେ ସେହି ପ୍ରକାର କଲେ।


ପୁଣି, ସେମାନେ ଆପଣା ଶତ୍ରୁଗଣ ସମ୍ମୁଖରେ ବନ୍ଦୀତ୍ୱ ସ୍ଥାନକୁ ଗଲେ ହେଁ ଆମ୍ଭେ ସେସ୍ଥାନରେ ଖଡ୍ଗକୁ ଆଜ୍ଞା କରିବା, ଆଉ ତାହା ସେମାନଙ୍କୁ ବଧ କରିବ ଓ ଆମ୍ଭେ ମଙ୍ଗଳ ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ସେମାନଙ୍କ ଉପରେ ଆପଣା ଦୃଷ୍ଟି ରଖିବା।”


ଆଉ, ଏବେ ଦେଖ, ମୁଁ ଆଜି ତୁମ୍ଭ ହସ୍ତରେ ଥିବା ଶୃଙ୍ଖଳରୁ ତୁମ୍ଭକୁ ମୁକ୍ତ କଲି। ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ଦିଶେ, ତେବେ ଆସ, ଆଉ ମୁଁ ଭଲ ରୂପେ ତୁମ୍ଭର ତତ୍ତ୍ୱାବଧାନ କରିବି; ମାତ୍ର ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ନ ଦିଶେ, ତେବେ କ୍ଷାନ୍ତ ହୁଅ; ଦେଖ, ସମୁଦାୟ ଦେଶ ତୁମ୍ଭ ଆଗରେ ପଡ଼ିଛି; ଯେଉଁଠାକୁ ଯିବା ପାଇଁ ତୁମ୍ଭକୁ ଭଲ ଓ ଉପଯୁକ୍ତ ଦିଶେ, ସେଠାକୁ ଯାଅ।”


କାରଣ ଆମ୍ଭେ ମଙ୍ଗଳ ପାଇଁ ସେମାନଙ୍କ ପ୍ରତି ଆପଣା ଦୃଷ୍ଟି ରଖିବା ଓ ସେମାନଙ୍କୁ ପୁନର୍ବାର ଏହି ଦେଶକୁ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିର୍ମାଣ କରିବା ଓ ଭଗ୍ନ କରିବା ନାହିଁ; ଆମ୍ଭେ ସେମାନଙ୍କୁ ରୋପଣ କରିବା ଓ ଉତ୍ପାଟନ କରିବା ନାହିଁ।


ସେତେବେଳେ ଯୋଷେଫ ଅନାଇ ଆପଣା ସହୋଦର ବିନ୍ୟାମୀନ୍‍କୁ ଦେଖି କହିଲେ, “ତୁମ୍ଭେମାନେ ଯେଉଁ ସାନ ଭାଇର କଥା କହିଥିଲ, ସେ କି ଏହି?” ଆଉ ସେ କହିଲେ, “ହେ ଆମ୍ଭର ପୁତ୍ର, ପରମେଶ୍ୱର ତୁମ୍ଭଙ୍କୁ ଅନୁଗ୍ରହ କରନ୍ତୁ।”


ତେବେ ଆମ୍ଭେମାନେ ପ୍ରଭୁଙ୍କୁ କହିଥିଲୁ, ‘ସେ ଯୁବା ପିତାଙ୍କୁ ଛାଡ଼ି ପାରିବ ନାହିଁ; ସେ ତାହାର ପିତାଙ୍କୁ ଛାଡ଼ି ଆସିଲେ, ପିତା ମରିଯିବେ।’


Swiv nou:

Piblisite


Piblisite