Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 44:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତହିଁରେ ଆମ୍ଭେମାନେ କହିଲୁ, ‘ଯାଇ ପାରିବୁ ନାହିଁ; ଯଦି ସାନ ଭାଇ ଆମ୍ଭମାନଙ୍କ ସଙ୍ଗରେ ଥିବ, ତେବେ ଯାଇ ପାରିବୁ; କାରଣ ସାନ ଭାଇ ଆମ୍ଭମାନଙ୍କ ସଙ୍ଗରେ ନ ଥିଲେ, ଆମ୍ଭେମାନେ ସେହି ବ୍ୟକ୍ତିଙ୍କର ମୁଖ ଦେଖି ପାରିବୁ ନାହିଁ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ତହିଁରେ ଆମ୍ଭେମାନେ କହିଲୁ, ଯାଇ ପାରିବୁ ନାହିଁ; ଯେବେ ସାନ ଭାଇ ଆମ୍ଭମାନଙ୍କ ସଙ୍ଗରେ ଥିବ, ତେବେ ଯାଇ ପାରିବୁ; କାରଣ ସାନ ଭାଇ ଆମ୍ଭମାନଙ୍କ ସଙ୍ଗରେ ନ ଥିଲେ, ଆମ୍ଭେମାନେ ସେହି ବ୍ୟକ୍ତିଙ୍କର ମୁଖ ଦେଖି ପାରିବୁ ନାହିଁ।

Gade chapit la Kopi

ଓଡିଆ ବାଇବେଲ

26 ତହିଁରେ ଆମ୍ଭେମାନେ କହିଲୁ, “ଯାଇ ପାରିବୁ ନାହିଁ; ଯଦି ସାନ ଭାଇ ଆମ୍ଭମାନଙ୍କ ସଙ୍ଗରେ ଥିବ, ତେବେ ଯାଇ ପାରିବୁ; କାରଣ ସାନ ଭାଇ ଆମ୍ଭମାନଙ୍କ ସଙ୍ଗରେ ନ ଥିଲେ, ଆମ୍ଭେମାନେ ସେହି ବ୍ୟକ୍ତିଙ୍କର ମୁଖ ଦେଖି ପାରିବୁ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

26 ଏବଂ ଆମ୍ଭେ ପିତାଙ୍କୁ କହିଲୁ, ‘ଆମ୍ଭେ ଆମ୍ଭର ସାନ ଭାଇ ବିନା ଯାଇ ପାରିବୁ ନାହିଁ। ଯଦି ଆମ୍ଭର ଭାଇ ଆମ୍ଭମାନଙ୍କ ସହିତ ନ ଯାଏ, ତାହାହେଲେ ସେହି ବ୍ୟକ୍ତିର ମୂଖ ଦେଖି ପାରିବୁ ନାହିଁ।’

Gade chapit la Kopi




ଆଦି ପୁସ୍ତକ 44:26
6 Referans Kwoze  

ଆଉ ସେ ଭିତରୁ ଏପରି ଉତ୍ତର ଦେବ, ‘ମୋତେ କଷ୍ଟ ଦିଅ ନାହିଁ; ଦ୍ୱାର ବନ୍ଦ ହେଲାଣି, ଆଉ ମୋହର ପିଲାମାନେ ମୋʼ ସାଙ୍ଗରେ ଶୋଇଛନ୍ତି; ମୁଁ ଉଠି ତୁମ୍ଭକୁ ଦେଇ ପାରିବି ନାହିଁ?’


ଏଥିଉତ୍ତାରେ ଆମ୍ଭମାନଙ୍କ ପିତା କହିଲେ, ‘ତୁମ୍ଭେମାନେ ପୁନର୍ବାର ଯାଇ ଆମ୍ଭମାନଙ୍କ ନିମନ୍ତେ କିଛି ଭକ୍ଷ୍ୟ କିଣି ଆଣ।’


ତହିଁରେ ଆପଣଙ୍କ ଦାସ ଯେ ମୋହର ପିତା, ସେ ଆମ୍ଭମାନଙ୍କୁ କହିଲେ, ‘ତୁମ୍ଭେମାନେ ଜାଣ, ଆମ୍ଭର ସେହି ଭାର୍ଯ୍ୟାଠାରୁ ଦୁଇଟି ପୁତ୍ର ହୋଇଥିଲେ।


ଏହା ଦ୍ୱାରା ତୁମ୍ଭମାନଙ୍କୁ ପରୀକ୍ଷା କରାଯିବ; ଆମ୍ଭେ ଫାରୋର ଆୟୁର ଶପଥ କରି କହୁଅଛୁ, ତୁମ୍ଭମାନଙ୍କର କନିଷ୍ଠ ଭ୍ରାତା ଏଠାକୁ ନ ଆସିଲେ, ତୁମ୍ଭେମାନେ ଏଠାରୁ ଯାଇ ପାରିବ ନାହିଁ।


ସେ ଗୃହାଧ୍ୟକ୍ଷ ଜ୍ୟେଷ୍ଠଠାରୁ ଆରମ୍ଭ କରି କନିଷ୍ଠ ପର୍ଯ୍ୟନ୍ତ ଖୋଜି ଗଲା; ଆଉ ବିନ୍ୟାମୀନ୍‍ର ପଟରୁ ସେହି ତାଟିଆ ମିଳିଲା।


Swiv nou:

Piblisite


Piblisite