Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 44:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 କାରଣ ଏହି ଯୁବା ମୋʼ ସଙ୍ଗରେ ନ ଥିଲେ, ମୁଁ କିପରି ପିତାଙ୍କ ନିକଟକୁ ଯାଇ ପାରିବି? ପୁଣି, ପିତାଙ୍କୁ ଯେଉଁ ବିପଦ ଘଟିବ, ତାହା କିପରି ଅବା ଦେଖି ପାରିବି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 କାରଣ ଏହି ଯୁବା ମୋʼ ସଙ୍ଗରେ ନ ଥିଲେ, ମୁଁ କି ପ୍ରକାରେ ପିତାଙ୍କ ନିକଟକୁ ଯାଇ ପାରିବି? ପୁଣି ପିତାଙ୍କୁ ଯେଉଁ ବିପଦ ଘଟିବ, ତାହା କି ପ୍ରକାରେ ଅବା ଦେଖି ପାରିବି?

Gade chapit la Kopi

ଓଡିଆ ବାଇବେଲ

34 କାରଣ ଏହି ଯୁବା ମୋ’ ସଙ୍ଗରେ ନ ଥିଲେ, ମୁଁ କି ପ୍ରକାରେ ପିତାଙ୍କ ନିକଟକୁ ଯାଇ ପାରିବି ? ପୁଣି, ପିତାଙ୍କୁ ଯେଉଁ ବିପଦ ଘଟିବ, ତାହା କି ପ୍ରକାରେ ଅବା ଦେଖି ପାରିବି ?

Gade chapit la Kopi

ପବିତ୍ର ବାଇବଲ

34 ମୁଁ ମୋର ପିତାଙ୍କ ନିକଟକୁ ଫେରିଯାଇ ପାରିବି ନାହିଁ। ଯଦି ବିନ୍ୟାମୀନ ମୋ’ ସହିତ ନ ଯାଏ। ମୋତେ ଡର ଲାଗୁଛି ମୋର ପିତାଙ୍କର କ’ଣ ହେବ।”

Gade chapit la Kopi




ଆଦି ପୁସ୍ତକ 44:34
10 Referans Kwoze  

ଯେହେତୁ ମୋʼ ଲୋକଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟିବ, ତାହା ଦେଖି ମୁଁ କିପରି ସହି ପାରିବି? ପୁଣି, ଆପଣା କୁଟୁମ୍ବମାନଙ୍କ ବିନାଶ ଦେଖି କିପରି ସହି ପାରିବି?”


କ୍ଳେଶ ଓ ଯନ୍ତ୍ରଣା ମୋତେ ଆକ୍ରମଣ କରିଅଛି; ତେବେ ହେଁ ତୁମ୍ଭର ଆଜ୍ଞାସମୂହ ମୋହର ଆହ୍ଲାଦଜନକ।


ମୃତ୍ୟୁର ରଜ୍ଜୁ ମୋତେ ଘେରିଲା, ପାତାଳର ଯନ୍ତ୍ରଣା ମୋତେ ଧରିଲା; ମୁଁ ସଙ୍କଟ ଓ ଦୁଃଖରେ ପଡ଼ିଲି।


ମୋʼ ଘୃଣାକାରୀର ବିନାଶରେ ଯଦି ମୁଁ ଆନନ୍ଦ କରିଥାଏ, ଅବା ଅମଙ୍ଗଳ ତାହାର ଉଦ୍ଦେଶ୍ୟ ପାଇବା ବେଳେ ଦର୍ପ କରିଥାଏ;


ଦେଖ, ଆମ୍ଭେ ତୁମ୍ଭର ପିତୃଲୋକମାନଙ୍କ ନିକଟରେ ତୁମ୍ଭକୁ ସଂଗ୍ରହ କରିବା, ଆଉ ତୁମ୍ଭେ ଶାନ୍ତିରେ ଆପଣା କବରରେ ସଂଗୃହୀତ ହେବ, ପୁଣି ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଯେଉଁ ଯେଉଁ ଅମଙ୍ଗଳ ଘଟାଇବା, ତାହାସବୁ ତୁମ୍ଭର ଚକ୍ଷୁ ଦେଖିବ ନାହିଁ।’” ଏଥିଉତ୍ତାରେ ସେମାନେ ପୁନର୍ବାର ରାଜା ନିକଟକୁ ସମାଚାର ଆଣିଲେ।


ଏଥିଉତ୍ତାରେ ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ଫାରୋଙ୍କ ପ୍ରତି ଓ ମିସରୀୟମାନଙ୍କ ପ୍ରତି ଯାହା ଯାହା କରିଅଛନ୍ତି, ପଥରେ ସେମାନଙ୍କ ପ୍ରତି ଯେସବୁ କ୍ଳେଶ ଘଟିଅଛି ଓ ସଦାପ୍ରଭୁ ଯେପ୍ରକାରେ ସେମାନଙ୍କୁ ଉଦ୍ଧାର କରିଅଛନ୍ତି, ଏହିସବୁ ବୃତ୍ତାନ୍ତ ମୋଶା ଆପଣା ଶ୍ୱଶୁରଙ୍କୁ ଜଣାଇଲେ।


ଏଣୁ ନିବେଦନ କରୁଅଛି, ପ୍ରଭୁଙ୍କ ନିକଟରେ ଏହି ଯୁବାର ପରିବର୍ତ୍ତେ ଆପଣଙ୍କ ଦାସ ମୁଁ ଆପଣଙ୍କ ଦାସ ହୋଇଥାଏ, ମାତ୍ର ଏହି ଯୁବାକୁ ଭାଇମାନଙ୍କ ସଙ୍ଗରେ ବିଦାୟ କରନ୍ତୁ।


ଏଥିରେ ଯୋଷେଫ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କ ସାକ୍ଷାତରେ ଆପଣାକୁ ସମ୍ଭାଳି ନ ପାରି ଉଚ୍ଚସ୍ୱରରେ କହିଲେ, “ଆମ୍ଭ ସମ୍ମୁଖରୁ ସବୁ ଲୋକଙ୍କୁ ବାହାର କର।” ତହୁଁ କେହି ତାଙ୍କ ନିକଟରେ ନ ରହନ୍ତେ, ଯୋଷେଫ ଭାଇମାନଙ୍କ ସାକ୍ଷାତରେ ଆପଣାର ପରିଚୟ ଦେବାକୁ ଲାଗିଲେ।


Swiv nou:

Piblisite


Piblisite