Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 44:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହିଁରେ ସେମାନେ କହିଲେ, “ଆମ୍ଭର ପ୍ରଭୁ କାହିଁକି ଏପରି କଥା କହନ୍ତି? ଆପଣଙ୍କ ଦାସମାନଙ୍କର ଏପରି କର୍ମ କରିବା ଦୂରେ ଥାଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତହିଁରେ ସେମାନେ କହିଲେ, ଆମ୍ଭର ପ୍ରଭୁ କାହିଁକି ଏପରି କଥା କହନ୍ତି? ଆପଣଙ୍କ ଦାସମାନଙ୍କର ଏପରି କର୍ମ କରିବା ଦୂରେ ଥାଉ।

Gade chapit la Kopi

ଓଡିଆ ବାଇବେଲ

7 ତହିଁରେ ସେମାନେ କହିଲେ, “ଆମ୍ଭର ପ୍ରଭୁ କାହିଁକି ଏପରି କଥା କହନ୍ତି ?” ଆପଣଙ୍କ ଦାସମାନଙ୍କର ଏପରି କର୍ମ କରିବା ଦୂରେ ଥାଉ।

Gade chapit la Kopi

ପବିତ୍ର ବାଇବଲ

7 କିନ୍ତୁ ଭାଇମାନେ ସେହି ଦାସକୁ କହିଲେ, “ତୁମ୍ଭର କର୍ତ୍ତା ଏପରି କାହିଁକି କହିଲେ? ଆମ୍ଭେ ଏପରି କିଛି କାର୍ଯ୍ୟ କରି ନାହୁଁ।

Gade chapit la Kopi




ଆଦି ପୁସ୍ତକ 44:7
12 Referans Kwoze  

ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, କାରଣ ଆମ୍ଭମାନଙ୍କର ବିଶ୍ୱାସ ଯେ, ଆମ୍ଭମାନଙ୍କର ସୁବିବେକ ଅଛି, ଯେଣୁ ସମସ୍ତ ବିଷୟରେ ସଦାଚରଣ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ।


ବହୁମୂଲ୍ୟ ତୈଳ ଅପେକ୍ଷା ଉତ୍ତମ ନାମ ଭଲ ଓ ଜନ୍ମ ଦିନ ଅପେକ୍ଷା ମରଣ ଦିନ ଭଲ।


ବହୁତ ଧନ ଅପେକ୍ଷା ସୁନାମ ମନୋନୀତ ହେବା ଯୋଗ୍ୟ, ପୁଣି, ରୂପା ଓ ସୁନା ଅପେକ୍ଷା ସ୍ନେହସୂଚକ ଅନୁଗ୍ରହ ଉତ୍ତମ।


ଏଥିରେ ହସାୟେଲ କହିଲା, “ମାତ୍ର ଆପଣଙ୍କ ଦାସ, ଯେ ଗୋଟିଏ କୁକ୍କୁର ମାତ୍ର, ସେ କିଏ ଯେ, ଏହି ବଡ଼ କର୍ମ କରିବ?” ତହୁଁ ଇଲୀଶାୟ ଉତ୍ତର କଲେ, “ସଦାପ୍ରଭୁ ମୋତେ ଜଣାଇ ଅଛନ୍ତି ଯେ, ତୁମ୍ଭେ ଅରାମର ରାଜା ହେବ।”


ଏଥିରେ ଯୋୟାବ ଉତ୍ତର କରି କହିଲା, “ଏହା ଦୂର ହେଉ, ମୁଁ ଯେ ଗ୍ରାସ କରିବି କି ବିନାଶ କରିବି, ତାହା ମୋʼ ଠାରୁ ଦୂର ହେଉ।


ସେହି ଦେଶରେ ଇସ୍ରାଏଲ ବାସ କରିବା ବେଳେ ରୁବେନ୍‍ ଯାଇ ଆପଣା ପିତାଙ୍କର ବିଲ୍‌ହା ନାମ୍ନୀ ଉପପତ୍ନୀ ସଙ୍ଗରେ ଶୟନ କଲା, ପୁଣି, ଇସ୍ରାଏଲ ତାହା ଶୁଣିଲେ।


ଏଥିଉତ୍ତାରେ ସେ ସେମାନଙ୍କ ସଙ୍ଗ ଧରି ଏହିସବୁ କଥା କହିଲା।


ଦେଖନ୍ତୁ, ଆପଣା ଆପଣା ପଟ ମୁଖରୁ ଆର ଥର ଯେଉଁ ଟଙ୍କା ପାଇଥିଲୁ; ତାହା ଆମ୍ଭେମାନେ କିଣାନ ଦେଶରୁ ପୁନର୍ବାର ଆପଣଙ୍କ ନିକଟକୁ ଆଣିଲୁ; ତେବେ କିପରି ଆପଣଙ୍କ ପ୍ରଭୁଙ୍କ ଗୃହରୁ ରୂପା କି ସୁନା ଚୋରି କରିବୁ?


Swiv nou:

Piblisite


Piblisite