Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 44:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଦେଖନ୍ତୁ, ଆପଣା ଆପଣା ପଟ ମୁଖରୁ ଆର ଥର ଯେଉଁ ଟଙ୍କା ପାଇଥିଲୁ; ତାହା ଆମ୍ଭେମାନେ କିଣାନ ଦେଶରୁ ପୁନର୍ବାର ଆପଣଙ୍କ ନିକଟକୁ ଆଣିଲୁ; ତେବେ କିପରି ଆପଣଙ୍କ ପ୍ରଭୁଙ୍କ ଗୃହରୁ ରୂପା କି ସୁନା ଚୋରି କରିବୁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଦେଖନ୍ତୁ, ଆପଣା ଆପଣା ପଟ ମୁଖରୁ ଆର ଥର ଯେଉଁ ଟଙ୍କା ପାଇଥିଲୁ; ତାହା ଆମ୍ଭେମାନେ କିଣାନ ଦେଶରୁ ପୁନର୍ବାର ଆପଣଙ୍କ ନିକଟକୁ ଆଣିଲୁ; ତେବେ କିରୂପେ ଆପଣଙ୍କ ପ୍ରଭୁଙ୍କ ଗୃହରୁ ରୂପା କି ସୁନା ଚୋରି କରିବୁ?

Gade chapit la Kopi

ଓଡିଆ ବାଇବେଲ

8 ଦେଖନ୍ତୁ, ଆପଣା ଆପଣା ପଟ ମୁଖରୁ ଆର ଥର ଯେଉଁ ଟଙ୍କା ପାଇଥିଲୁ; ତାହା ଆମ୍ଭେମାନେ କିଣାନ ଦେଶରୁ ପୁନର୍ବାର ଆପଣଙ୍କ ନିକଟକୁ ଆଣିଲୁ; ତେବେ କିପରି ଆପଣଙ୍କ ପ୍ରଭୁଙ୍କ ଗୃହରୁ ରୂପା କି ସୁନା ଚୋରି କରିବୁ ?

Gade chapit la Kopi

ପବିତ୍ର ବାଇବଲ

8 ଆମ୍ଭେମାନେ କିଣାନ ଦେଶରୁ ଫେରି ଆସିଛୁ, ଆମ୍ଭ ପଟ ମଧ୍ୟରେ ଥିବା ଟଙ୍କା ଫେରାଇବାକୁ। ତେଣୁ ଆମ୍ଭେ କାହିଁକି କୌଣସି ଜିନିଷ ପ୍ରଭୁଙ୍କ ଗୃହରୁ ଚୋରୀ କରିବୁ।

Gade chapit la Kopi




ଆଦି ପୁସ୍ତକ 44:8
12 Referans Kwoze  

କାରଣ ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ଲୋଭ କର ନାହିଁ, ପୁଣି, ଯଦି ଆଉ କୌଣସି ଆଜ୍ଞା ଥାଏ, ତାହା ସାରଭାବେ ଏହି ବାକ୍ୟର ଅନ୍ତର୍ଗତ ଅଟେ, ଯଥା, ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।


ସେ ତାହାଙ୍କୁ ପଚାରିଲେ, କି କି ପ୍ରକାର ଆଜ୍ଞା? ଯୀଶୁ କହିଲେ, “ଏହିସବୁ, ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ,


କିଅବା ତୁମ୍ଭେ ଚୋରି କରିବ ନାହିଁ।


ତୁମ୍ଭେ ଚୋରି କରିବ ନାହିଁ।


ତହିଁରେ ସେମାନେ କହିଲେ, “ଆମ୍ଭର ପ୍ରଭୁ କାହିଁକି ଏପରି କଥା କହନ୍ତି? ଆପଣଙ୍କ ଦାସମାନଙ୍କର ଏପରି କର୍ମ କରିବା ଦୂରେ ଥାଉ।


ପୁଣି, ଆପଣା ଆପଣା ହସ୍ତରେ ଦ୍ୱିଗୁଣ ଟଙ୍କା ନିଅ ଓ ତୁମ୍ଭମାନଙ୍କ ପଟ-ମୁଖରେ ଯେଉଁ ଟଙ୍କା ଫେରି ଆସିଅଛି, ତାହା ମଧ୍ୟ ହସ୍ତରେ ନେଇଯାଅ; କେଜାଣି ତାହା ଭୁଲ୍ ହୋଇଥିବ।


ଏଥିଉତ୍ତାରେ ସେମାନେ ପଟ ଖାଲି କରନ୍ତେ, ପ୍ରତି ଜଣ ଆପଣା ଆପଣା ପଟ ଭିତରୁ ଟଙ୍କାପୁଡ଼ିଆ ପାଇଲେ। ତେବେ ସେହି ସବୁ ଟଙ୍କାର ମୁଣା ଦେଖି, ସେମାନେ ଓ ସେମାନଙ୍କ ପିତା ଭୀତ ହେଲେ।


ମାତ୍ର ଉତ୍ତରିବା ସ୍ଥାନରେ ଜଣେ ଗଧକୁ ଆହାର ଦେବା ନିମନ୍ତେ ପଟ ଫିଟାନ୍ତେ, ଆପଣା ଟଙ୍କା ଦେଖିଲା; କାରଣ ପଟ ମୁହଁରେ ଟଙ୍କା ଥିଲା।


ଏଥିଉତ୍ତାରେ ସେମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେମାନେ ଆପଣା ଭାଇ ବିଷୟରେ ନିଶ୍ଚୟ ଅପରାଧୀ ଅଟୁ; ସେ ଆମ୍ଭମାନଙ୍କୁ ବିନତି କରିବା ବେଳେ ଆମ୍ଭେମାନେ ତାହା ପ୍ରାଣର ବ୍ୟାକୁଳତା ଦେଖିଲେ ହେଁ ତାହା ଶୁଣିଲୁ ନାହିଁ, ତେଣୁକରି ଆମ୍ଭମାନଙ୍କୁ ଏହି ବିପତ୍ତି ଘଟିଅଛି।”


ପୁଣି, ଯୋଷେଫଙ୍କ ଗୃହକୁ ନୀତ ହେବାରୁ ସେମାନେ ଭୀତ ହୋଇ ପରସ୍ପର କହିଲେ, “ପୂର୍ବେ ଆମ୍ଭମାନଙ୍କ ପଟରେ ଯେଉଁ ଟଙ୍କା ଫେରି ଯାଇଥିଲା, ତହିଁ ନିମନ୍ତେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛନ୍ତି; ଏବେ ସେ ଆମ୍ଭମାନଙ୍କ ଉପରେ ପଡ଼ି ଆକ୍ରମଣ କରି ଆମ୍ଭମାନଙ୍କ ଗର୍ଦ୍ଦଭ ସବୁ ନେଇ ଆମ୍ଭମାନଙ୍କୁ ଦାସ ପରି ରଖିବ।”


Swiv nou:

Piblisite


Piblisite