Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 44:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆପଣଙ୍କ ଦାସମାନଙ୍କ ମଧ୍ୟରେ ଯାହାଠାରୁ ତାହା ମିଳେ, ସେ ମରୁ, ପୁଣି, ଆମ୍ଭେମାନେ ମଧ୍ୟ ପ୍ରଭୁଙ୍କର ଦାସ ହେବୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆପଣଙ୍କ ଦାସମାନଙ୍କ ମଧ୍ୟରେ ଯାହାଠାରୁ ତାହା ମିଳେ, ସେ ମରୁ, ପୁଣି ଆମ୍ଭେମାନେ ମଧ୍ୟ ପ୍ରଭୁଙ୍କର ଦାସ ହେବୁ।

Gade chapit la Kopi

ଓଡିଆ ବାଇବେଲ

9 ଆପଣଙ୍କ ଦାସମାନଙ୍କ ମଧ୍ୟରେ ଯାହାଠାରୁ ତାହା ମିଳେ, ସେ ମରୁ, ପୁଣି, ଆମ୍ଭେମାନେ ମଧ୍ୟ ପ୍ରଭୁଙ୍କର ଦାସ ହେବୁ।

Gade chapit la Kopi

ପବିତ୍ର ବାଇବଲ

9 ଯଦି ତୁମ୍ଭେ କୌଣସି ଲୋକର ଥଳିରୁ ରୂପା କପ୍ ପାଇବ, ତୁମ୍ଭେ ତାଙ୍କୁ ହତ୍ୟା କରି ପାରିବ ଏବଂ ଆମ୍ଭେ ଅବଶିଷ୍ଟାଂଶ ତୁମ୍ଭ ମୁନିବଙ୍କର ସେବକଗଣ ହେବୁ।”

Gade chapit la Kopi




ଆଦି ପୁସ୍ତକ 44:9
7 Referans Kwoze  

ମାତ୍ର ତୁମ୍ଭେ ଯାହା ନିକଟରୁ ତୁମ୍ଭର ଦେବତାମାନଙ୍କୁ ପାଇବ, ସେ ବଞ୍ଚିବ ନାହିଁ; ମୋʼ ଠାରେ ତୁମ୍ଭର ଯାହା ଅଛି, ତାହା ଆମ୍ଭମାନଙ୍କ କୁଟୁମ୍ବଗଣର ସାକ୍ଷାତରେ ଚିହ୍ନି କରି ନିଅ,” ଯେହେତୁ ଯାକୁବ ରାହେଲର ସେହି ଚୋରି କରିବା ବିଷୟ ଜାଣି ନ ଥିଲା।


ତେବେ, ଯଦି ମୁଁ ଅନ୍ୟାୟକାରୀ ହୋଇଥାଏ ଓ ମୃତ୍ୟୁ ଯୋଗ୍ୟ କୌଣସି କର୍ମ କରିଥାଏ, ତାହାହେଲେ ମୁଁ ମୃତ୍ୟୁଭୋଗ କରିବାକୁ ମନା କରୁ ନାହିଁ; କିନ୍ତୁ ଏମାନେ ମୋ, ବିରୁଦ୍ଧରେ ଯାହାସବୁ ଅଭିଯୋଗ କରୁଅଛନ୍ତି, ସେହିସବୁ ମଧ୍ୟରେ ଯଦି ପଦେ ସତ୍ୟ ନାହିଁ, ତାହାହେଲେ କୌଣସି ବ୍ୟକ୍ତି ସେମାନଙ୍କ ହସ୍ତରେ ମୋତେ ସମର୍ପଣ କରିପାରିବେ ନାହିଁ। ମୁଁ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରୁଅଛି।


ତହିଁରେ ଯିହୁଦା କହିଲା, “ଆମ୍ଭେମାନେ ପ୍ରଭୁଙ୍କ ଛାମୁରେ ଆଉ କି ଉତ୍ତର ଦେବୁ? ଆଉ କି କଥା କହିବୁ? ଅବା କିପରି ଆପଣାମାନଙ୍କୁ ନିର୍ଦ୍ଦୋଷ କରିବୁ? ପରମେଶ୍ୱର ଆପଣଙ୍କ ଦାସମାନଙ୍କର ଅପରାଧ ପ୍ରକାଶ କରିଅଛନ୍ତି; ଦେଖନ୍ତୁ, ଆମ୍ଭେମାନେ ଓ ଯାହାଠାରୁ ତାଟିଆ ମିଳିଅଛି ସେ, ପୁଣି ଆମ୍ଭେ ସମସ୍ତେ ଆପଣଙ୍କ (ପ୍ରଭୁଙ୍କର) ଦାସ ହେବୁ।”


ପୁଣି, ଯୋଷେଫଙ୍କ ଗୃହକୁ ନୀତ ହେବାରୁ ସେମାନେ ଭୀତ ହୋଇ ପରସ୍ପର କହିଲେ, “ପୂର୍ବେ ଆମ୍ଭମାନଙ୍କ ପଟରେ ଯେଉଁ ଟଙ୍କା ଫେରି ଯାଇଥିଲା, ତହିଁ ନିମନ୍ତେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛନ୍ତି; ଏବେ ସେ ଆମ୍ଭମାନଙ୍କ ଉପରେ ପଡ଼ି ଆକ୍ରମଣ କରି ଆମ୍ଭମାନଙ୍କ ଗର୍ଦ୍ଦଭ ସବୁ ନେଇ ଆମ୍ଭମାନଙ୍କୁ ଦାସ ପରି ରଖିବ।”


ତହିଁରେ ସେ କହିଲା, “ଭଲ, ତୁମ୍ଭମାନଙ୍କ କଥାନୁସାରେ ହେଉ; ଯାହା ପାଖରୁ ତାହା ମିଳିବ, ସେ ଆମ୍ଭର ଦାସ ହେବ, ମାତ୍ର ଅନ୍ୟମାନେ ନିର୍ଦ୍ଦୋଷ ହେବେ।”


Swiv nou:

Piblisite


Piblisite