ଆଦି ପୁସ୍ତକ 45:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିରେ ଯୋଷେଫ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କ ସାକ୍ଷାତରେ ଆପଣାକୁ ସମ୍ଭାଳି ନ ପାରି ଉଚ୍ଚସ୍ୱରରେ କହିଲେ, “ଆମ୍ଭ ସମ୍ମୁଖରୁ ସବୁ ଲୋକଙ୍କୁ ବାହାର କର।” ତହୁଁ କେହି ତାଙ୍କ ନିକଟରେ ନ ରହନ୍ତେ, ଯୋଷେଫ ଭାଇମାନଙ୍କ ସାକ୍ଷାତରେ ଆପଣାର ପରିଚୟ ଦେବାକୁ ଲାଗିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଏଥିରେ ଯୋଷେଫ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କ ସାକ୍ଷାତରେ ଆପଣାକୁ ସମ୍ଭାଳି ନ ପାରି ଉଚ୍ଚୈଃସ୍ଵରରେ କହିଲେ, ଆମ୍ଭ ସମ୍ମୁଖରୁ ସବୁ ଲୋକଙ୍କୁ ବାହାର କର। ତହୁଁ କେହି ତାଙ୍କ ନିକଟରେ ନ ରହନ୍ତେ, ଯୋଷେଫ ଭାଇମାନଙ୍କ ସାକ୍ଷାତରେ ଆପଣାର ପରିଚୟ ଦେବାକୁ ଲାଗିଲେ। Gade chapit laଓଡିଆ ବାଇବେଲ1 ଏଥିରେ ଯୋଷେଫ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କ ସାକ୍ଷାତରେ ଆପଣାକୁ ସମ୍ଭାଳି ନ ପାରି ଉଚ୍ଚୈଃସ୍ୱରରେ କହିଲେ, “ଆମ୍ଭ ସମ୍ମୁଖରୁ ସବୁ ଲୋକଙ୍କୁ ବାହାର କର।” ତହୁଁ କେହି ତାଙ୍କ ନିକଟରେ ନ ରହନ୍ତେ, ଯୋଷେଫ ଭାଇମାନଙ୍କ ସାକ୍ଷାତରେ ଆପଣାର ପରିଚୟ ଦେବାକୁ ଲାଗିଲେ। Gade chapit laପବିତ୍ର ବାଇବଲ1 ଯୋଷେଫ ନିଜକୁ ବେଶି ଦିନ ନିୟନ୍ତ୍ରଣରେ ରଖି ପାରି ନ ଥିଲେ। ଯୋଷେଫ ସମସ୍ତ ଲୋକଙ୍କୁ ସମ୍ମୁଖକୁ ଡାକି କହିଲେ, “ସମସ୍ତେ ଏଠାରୁ ଗ୍ଭଲିଯାଅ।” ତେଣୁ କେହି ନ ଥିଲାବେଳେ ଯୋଷେଫ ନିଜକୁ ଭାଇମାନଙ୍କ ସମ୍ମୁଖରେ ପରିଚିତ କରାଇଲେ। Gade chapit la |
ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।