ଆଦି ପୁସ୍ତକ 45:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେହି ସ୍ଥାନରେ, ମୁଁ ତୁମ୍ଭଙ୍କୁ ପ୍ରତିପାଳନ କରିବି; କାରଣ ଆଉ ପାଞ୍ଚ ବର୍ଷ ଦୁର୍ଭିକ୍ଷ ରହିବ; ନୋହିଲେ ତୁମ୍ଭର ଓ ତୁମ୍ଭ ପରିବାରାଦି ସମସ୍ତଙ୍କର ଦରିଦ୍ର ଦଶା ଘଟିବ।’” Gade chapit laପବିତ୍ର ବାଇବଲ (Re-edited) - (BSI)11 ସେ ସ୍ଥାନରେ, ମୁଁ ତୁମ୍ଭଙ୍କୁ ପ୍ରତିପାଳନ କରିବି; କାରଣ ଆଉ ପାଞ୍ଚ ବର୍ଷ ଦୁର୍ଭିକ୍ଷ ରହିବ; ନୋହିଲେ ତୁମ୍ଭର ଓ ତୁମ୍ଭ ପରିବାରାଦି ସମସ୍ତଙ୍କର ଦରିଦ୍ରଦଶା ଘଟିବ। Gade chapit laଓଡିଆ ବାଇବେଲ11 ସେହି ସ୍ଥାନରେ, ମୁଁ ତୁମ୍ଭଙ୍କୁ ପ୍ରତିପାଳନ କରିବି; କାରଣ ଆଉ ପାଞ୍ଚ ବର୍ଷ ଦୁର୍ଭିକ୍ଷ ରହିବ; ନୋହିଲେ ତୁମ୍ଭର ଓ ତୁମ୍ଭ ପରିବାରାଦି ସମସ୍ତଙ୍କର ଦରିଦ୍ର ଦଶା ଘଟିବ। Gade chapit laପବିତ୍ର ବାଇବଲ11 ମୁଁ ତୁମ୍ଭମାନଙ୍କର ଆଗାମୀ ପାଞ୍ଚ ବର୍ଷ ପାଇଁ ଯତ୍ନ ନେବି। ନ ହେଲେ ତୁମ୍ଭର ଏବଂ ତୁମ୍ଭ ପରିବାରର ଦରିଦ୍ର ଦଶା ଘଟିବ।’ Gade chapit la |