Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 45:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏଣୁ ତୁମ୍ଭେମାନେ ଏହି ମିସର ଦେଶରେ ମୋହର ଐଶ୍ୱର୍ଯ୍ୟାଦି ଯାହା ଯାହା ଦେଖୁଅଛ, ସେ ସମସ୍ତ ମୋʼ ପିତାଙ୍କୁ ଜଣାଇ ତାଙ୍କୁ ଶୀଘ୍ର ଏଠାକୁ ଆଣିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଏଣୁ ତୁମ୍ଭେମାନେ ଏହି ମିସର ଦେଶରେ ମୋହର ଐଶ୍ଵର୍ଯ୍ୟାଦି ଯାହା ଯାହା ଦେଖୁଅଛ, ସେ ସମସ୍ତ ମୋʼ ପିତାଙ୍କୁ ଜଣାଇ ତାଙ୍କୁ ଶୀଘ୍ର ଏଠାକୁ ଆଣିବ।

Gade chapit la Kopi

ଓଡିଆ ବାଇବେଲ

13 ଏଣୁ ତୁମ୍ଭେମାନେ ଏହି ମିସର ଦେଶରେ ମୋହର ଐଶ୍ୱର୍ଯ୍ୟାଦି ଯାହା ଯାହା ଦେଖୁଅଛ, ସେ ସମସ୍ତ ମୋ’ ପିତାଙ୍କୁ ଜଣାଇ ତାଙ୍କୁ ଶୀଘ୍ର ଏଠାକୁ ଆଣିବ।”

Gade chapit la Kopi

ପବିତ୍ର ବାଇବଲ

13 ତେଣୁ ତୁମ୍ଭେମାନେ ମୋର ଏଠାରେ ଐଶ୍ୱର୍ଯ୍ୟାଦି ଯାହା ଦେଖୁଛ, ତାହା ମୋ’ ପିତାଙ୍କୁ ଜଣାଅ। ମୋର ଏଠାରେ ଯାହା ଦେଖୁଛ ତାହା ସବୁ ମୋର ପିତାଙ୍କୁ ଯାଇ କୁହ। ବର୍ତ୍ତମାନ ତୁମ୍ଭେ ଶୀଘ୍ର ଯାଇ ମୋର ପିତାଙ୍କୁ ଏଠାକୁ ଆଣ।”

Gade chapit la Kopi




ଆଦି ପୁସ୍ତକ 45:13
5 Referans Kwoze  

ତାହାପରେ ଯୋଷେଫ ଆପଣା ପିତା ଯାକୁବ ଓ ପଞ୍ଚସ୍ତରି ଜଣ ଜ୍ଞାତିକୁଟୁମ୍ବ ସମସ୍ତଙ୍କୁ ଡକାଇ ପଠାଇଲେ। ସେଥିରେ ଯାକୁବ ମିସରକୁ ଗଲେ,


ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଈଶ୍ବରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପ ସ୍ୱରୂପ।


ହେ ପିତା, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ମୁଁ ଯେଉଁଠାରେ ଥାଏ, ସେମାନେ ମଧ୍ୟ ଯେପରି ସେଠାରେ ମୋହର ସହିତ ରହିବେ ଓ ଜଗତର ପତ୍ତନ ପୂର୍ବେ ତୁମ୍ଭେ ମୋତେ ପ୍ରେମ କରିଥିବାରୁ ମୋତେ ଯେଉଁ ମହିମା ଦେଇଅଛ, ମୋହର ସେହି ମହିମା ସେମାନେ ଯେପରି ଦେଖିବେ, ଏହା ମୋହର ଇଚ୍ଛା।


“ଦେଖ, ମୋହର ମୁଖ ତୁମ୍ଭମାନଙ୍କୁ ଏ କଥା କହୁଅଛି, ଏହା ତୁମ୍ଭମାନଙ୍କ ଚକ୍ଷୁ ଓ ମୋʼ ସହୋଦର ବିନ୍ୟାମୀନ୍‍ର ଚକ୍ଷୁ ଦେଖୁଅଛି।


Swiv nou:

Piblisite


Piblisite