Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 45:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେ ଉଚ୍ଚସ୍ୱରରେ ଏପରି ରୋଦନ କଲେ ଯେ, ମିସରୀୟମାନେ ଓ ଫାରୋଙ୍କ ଗୃହସ୍ଥିତ ଲୋକମାନେ ତାହା ଶୁଣି ପାରିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେ ଉଚ୍ଚୈଃସ୍ଵରରେ ଏପରି ରୋଦନ କଲେ ଯେ, ମିସ୍ରୀୟମାନେ ଓ ଫାରୋଙ୍କ ଗୃହସ୍ଥିତ ଲୋକମାନେ ତାହା ଶୁଣି ପାରିଲେ।

Gade chapit la Kopi

ଓଡିଆ ବାଇବେଲ

2 ସେ ଉଚ୍ଚୈଃସ୍ୱରରେ ଏପରି ରୋଦନ କଲେ ଯେ, ମିସ୍ରୀୟମାନେ ଓ ଫାରୋଙ୍କ ଗୃହସ୍ଥିତ ଲୋକମାନେ ତାହା ଶୁଣି ପାରିଲେ।

Gade chapit la Kopi

ପବିତ୍ର ବାଇବଲ

2 ଯୋଷେଫ କ୍ରନ୍ଦନ କରିବା ସମସ୍ତ ମିଶରୀୟମାନେ ଶୁଣିଲେ, ଯେଉଁମାନେ ଫାରୋଙ୍କ ଗୃହରେ ଥିଲେ।

Gade chapit la Kopi




ଆଦି ପୁସ୍ତକ 45:2
10 Referans Kwoze  

ଆଉ ସେମାନେ ଅତ୍ୟନ୍ତ ରୋଦନ କରି ପାଉଲଙ୍କ ଗଳା ଧରି ତାହାଙ୍କୁ ଚୁମ୍ବନ କରିବାକୁ ଲାଗିଲେ,


“ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ ହିଜକୀୟ ଅତିଶୟ ରୋଦନ କଲେ।


ତୁମ୍ଭେ ଦୁଇ ଜଣ ନିଜ ନିଜର ସ୍ୱାମୀ ଗୃହରେ ଯେପରି ବିଶ୍ରାମ ପାଅ,” ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଏପରି କୃପା କରନ୍ତୁ, ପୁଣି ସେ ସେମାନଙ୍କୁ ଚୁମ୍ବନ କଲା; ତହିଁରେ ସେମାନେ ଉଚ୍ଚସ୍ୱରରେ ରୋଦନ କଲେ।


ଏଥିରେ ସମସ୍ତ ମଣ୍ଡଳୀ ଉଚ୍ଚସ୍ୱରରେ କୋଳାହଳ କଲେ ଓ ଲୋକମାନେ ସେହି ରାତ୍ରି ରୋଦନ କଲେ।


ତହୁଁ ଯୋଷେଫ ଆପଣା ପିତା ଇସ୍ରାଏଲଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ରଥ ସଜାଇ ଗୋଶନ ପ୍ରଦେଶକୁ ଗମନ କଲେ; ପୁଣି, ତାଙ୍କୁ ଦେଖା ଦେଇ ତାଙ୍କ ଗଳା ଧରି ବହୁତ ସମୟ ପର୍ଯ୍ୟନ୍ତ ରୋଦନ କଲେ।


ତହୁଁ ଭାଇ ପ୍ରତି ଯୋଷେଫଙ୍କର ଅନ୍ତଃକରଣ ସ୍ନେହରେ ଉତ୍ତପ୍ତ ହେବାରୁ ସେ ଶୀଘ୍ର ରୋଦନ କରିବାକୁ ସ୍ଥାନ ଖୋଜିଲେ; ପୁଣି, ସେ ଆପଣା କୋଠରିରେ ପ୍ରବେଶ କରି ସେଠାରେ ରୋଦନ କଲେ।


ଏଥିଉତ୍ତାରେ ସେ ଆପଣା ସହୋଦର ବିନ୍ୟାମୀନ୍‍ର ଗଳା ଧରି ରୋଦନ କଲେ, ପୁଣି, ବିନ୍ୟାମୀନ୍ ତାଙ୍କର ଗଳା ଧରି ରୋଦନ କଲା।


ପୁଣି, ଯୋଷେଫ ଅନ୍ୟ ଭାଇମାନଙ୍କୁ ଚୁମ୍ବନ କଲେ ଓ ସେମାନଙ୍କୁ ଧରି ରୋଦନ କଲେ। ଏଥିଉତ୍ତାରେ ତାଙ୍କର ଭାଇମାନେ ତାଙ୍କ ସଙ୍ଗରେ ଆଳାପ କରିବାକୁ ଲାଗିଲେ।


ଏଥିଉତ୍ତାରେ ଯୋଷେଫ ସେମାନଙ୍କ ନିକଟରୁ ଯାଇ କ୍ରନ୍ଦନ କଲେ; ପୁନର୍ବାର ଆସି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କ ମଧ୍ୟରୁ ଶିମୀୟୋନକୁ ଧରି ସେମାନଙ୍କ ସାକ୍ଷାତରେ ବାନ୍ଧିଲେ।


ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍‍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।


Swiv nou:

Piblisite


Piblisite