ଆଦି ପୁସ୍ତକ 45:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତହିଁରେ ଇସ୍ରାଏଲଙ୍କର ପୁତ୍ରମାନେ ସେହିପରି କଲେ; ପୁଣି, ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ସେମାନଙ୍କୁ ଶଗଡ଼ ଓ ପାଥେୟ ଦ୍ରବ୍ୟ ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)21 ତହିଁରେ ଇସ୍ରାଏଲଙ୍କର ପୁତ୍ରମାନେ ସେହିପରି କଲେ; ପୁଣି ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ସେମାନଙ୍କୁ ଶକଟ ଓ ପାଥେୟ ଦ୍ରବ୍ୟ ଦେଲେ। Gade chapit laଓଡିଆ ବାଇବେଲ21 ତହିଁରେ ଇସ୍ରାଏଲଙ୍କର ପୁତ୍ରମାନେ ସେହିପରି କଲେ; ପୁଣି, ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ସେମାନଙ୍କୁ ଶଗଡ଼ ଓ ପାଥେୟ ଦ୍ରବ୍ୟ ଦେଲେ। Gade chapit laପବିତ୍ର ବାଇବଲ21 ତେଣୁ ଇସ୍ରାଏଲଙ୍କ ପୁତ୍ରମାନେ ସେହିପରି କଲେ। ଫାରୋ କହିବା ଅନୁସାରେ ଯୋଷେଫ ସେମାନଙ୍କୁ ଉତ୍ତମ ଶକଟମାନ ଦେଲେ। ତାଙ୍କର ଯାତ୍ରା ପାଇଁ ଆବଶ୍ୟକ ଦ୍ରବ୍ୟମାନ ମଧ୍ୟ ଦେଲେ। Gade chapit la |