ଆଦି ପୁସ୍ତକ 45:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ମୁଁ ଯୋଷେଫ; ମୋʼ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି?” ଏଥିରେ ତାଙ୍କର ଭାଇମାନେ ତାଙ୍କ ସାକ୍ଷାତରେ ଭୟଭୀତ ହେବାରୁ କିଛି ଉତ୍ତର ଦେଇ ପାରିଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, ମୁଁ ଯୋଷେଫ; ମୋʼ ପିତା କି ଆଜିଯାଏ ବଞ୍ଚିଅଛନ୍ତି? ଏଥିରେ ତାଙ୍କର ଭାଇମାନେ ତାଙ୍କ ସାକ୍ଷାତରେ ଉଦ୍ବିଗ୍ନ ହେବାରୁ କିଛି ଉତ୍ତର ଦେଇ ପାରିଲେ ନାହିଁ। Gade chapit laଓଡିଆ ବାଇବେଲ3 ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ମୁଁ ଯୋଷେଫ; ମୋ’ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି ?” ଏଥିରେ ତାଙ୍କର ଭାଇମାନେ ତାଙ୍କ ସାକ୍ଷାତରେ ଭୟଭୀତ ହେବାରୁ କିଛି ଉତ୍ତର ଦେଇ ପାରିଲେ ନାହିଁ। Gade chapit laପବିତ୍ର ବାଇବଲ3 ଯୋଷେଫ ତାଙ୍କର ଭାଇମାନଙ୍କୁ କହିଲେ, “ମୁଁ ତୁମ୍ଭର ଭାଇ ଯୋଷେଫ ଅଟେ। ମୋର ପିତା କୁଶଳରେ ତ?” କିନ୍ତୁ ତାଙ୍କ ଭାଇମାନେ କିଛି ଉତ୍ତର ଦେଲେ ନାହିଁ, କାରଣ ସେମାନେ ଭୟ କରୁଥିଲେ। Gade chapit la |
ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।