ଆଦି ପୁସ୍ତକ 46:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଇସ୍ରାଏଲ ଆପଣା ସର୍ବସ୍ୱ ଘେନି ଯାତ୍ରା କଲେ, ପୁଣି, ବେର୍ଶେବାରେ ଓହ୍ଲାଇ ସେଠାରେ ଆପଣା ପିତା ଇସ୍ହାକଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଇସ୍ରାଏଲ ଆପଣା ସର୍ବସ୍ଵ ଘେନି ଯାତ୍ରା କଲେ, ପୁଣି ବେରଶେବାରେ ଉତ୍ତରି ସେଠାରେ ଆପଣା ପିତା ଇସ୍ହାକଙ୍କର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ଇସ୍ରାଏଲ ଆପଣା ସର୍ବସ୍ୱ ଘେନି ଯାତ୍ରା କଲେ, ପୁଣି, ବେର୍ଶେବାରେ ଓହ୍ଲାଇ ସେଠାରେ ଆପଣା ପିତା ଇସ୍ହାକଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ। Gade chapit laପବିତ୍ର ବାଇବଲ1 ତେଣୁ ଇସ୍ରାଏଲ ମିଶରକୁ ଯାତ୍ରା କଲେ। ପ୍ରଥମେ ଇସ୍ରାଏଲ ବେର୍ଶେବାକୁ ଗଲେ। ସେଠାରେ ସେ ପରମେଶ୍ୱରଙ୍କ ଉପାସନା କଲେ। ତାଙ୍କର ପିତା ଇସ୍ହାକଙ୍କ ପରମେଶ୍ୱରଙ୍କୁ। ଏବଂ ସେ ସେଠାରେ ହୋମବଳି ଦେଲେ। Gade chapit la |
ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ସାତ ବୃଷ ଓ ସାତ ମେଷ ନେଇ ଆମ୍ଭ ଦାସ ଆୟୁବ ନିକଟକୁ ଯାଅ ଓ ଆପଣାମାନଙ୍କ ନିମନ୍ତେ ହୋମବଳି ରୂପେ ତାହା ଉତ୍ସର୍ଗ କର, ତହିଁରେ ଆମ୍ଭ ଦାସ ଆୟୁବ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବ; କାରଣ ଆମ୍ଭେ ତାହାକୁ ଗ୍ରାହ୍ୟ କରି ତୁମ୍ଭମାନଙ୍କ ମୂର୍ଖତା ପ୍ରମାଣେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା ନାହିଁ; ଯେହେତୁ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ।”