Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 46:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଗାଦ୍‍ର ପୁତ୍ର ସିଫୋନ୍‍, ହଗି, ଶୂନୀ, ଇଷବୋନ୍‍, ଏରି, ଅରୋଦି ଓ ଅରେଲୀ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଗାଦର ପୁତ୍ର ସିଫୋନ୍ ଓ ହଗି ଓ ଶୂନୀ ଓ ଇଷବୋନ୍ ଓ ଏରି ଓ ଅରୋଦୀ ଓ ଅରେଲୀ।

Gade chapit la Kopi

ଓଡିଆ ବାଇବେଲ

16 ଗାଦ୍‍ର ପୁତ୍ର ସିଫୋନ୍‍, ହଗି, ଶୂନୀ, ଇଷବୋନ୍‍, ଏରି, ଅରୋଦୀ ଓ ଅରେଲୀ।

Gade chapit la Kopi

ପବିତ୍ର ବାଇବଲ

16 ଗା‌ଦ୍‌ର ପୁତ୍ରମାନେ ଥିଲେ, ସିଫୋନ୍, ହଗି, ଶୂନୀ, ଇଷବୋନ୍, ଏରୀ, ଅରୋଦୀ ଓ ଅରେଲୀ।

Gade chapit la Kopi




ଆଦି ପୁସ୍ତକ 46:16
10 Referans Kwoze  

ତହୁଁ ଲେୟା କହିଲା, “ଏ କି ସୌଭାଗ୍ୟ!” ଏଥିପାଇଁ ତାହାର ନାମ ଗାଦ୍‍ (ସୌଭାଗ୍ୟ) ରଖିଲା।


ଦାନ୍, ଯୋଷେଫ ଓ ବିନ୍ୟାମୀନ୍, ନପ୍ତାଲି, ଗାଦ୍‍ ଓ ଆଶେର।


ବିନ୍ୟାମୀନ୍ ବଂଶର; ଗିଦୀୟୋନର ପୁତ୍ର ଅବୀଦାନ୍‍।


ସୈନ୍ୟଦଳ ଗାଦ୍‍କୁ ଆକ୍ରମଣ କରିବେ; ମାତ୍ର ସେ ପଶ୍ଚାତ୍‍ ସେମାନଙ୍କୁ ଆକ୍ରମଣ କରିବ।


ଆଉ ଗାଦ୍‍ ଓ ଆଶେର ଲେୟାର ଦାସୀ ସିଳ୍ପାର ସନ୍ତାନ। ଯାକୁବଙ୍କର ଏହି ସମସ୍ତ ପୁତ୍ର ପଦ୍ଦନ୍‍ ଅରାମଠାରେ ଜନ୍ମିଥିଲେ।


ଏମାନେ ଓ କନ୍ୟା ଦୀଣା ପଦ୍ଦନ୍‍ ଅରାମରେ ଯାକୁବଙ୍କଠାରୁ ଜାତ ଲେୟାର ସନ୍ତାନ। ଏମାନେ ପୁତ୍ର କନ୍ୟାରେ ତେତିଶ ପ୍ରାଣୀ ଥିଲେ।


Swiv nou:

Piblisite


Piblisite