Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 46:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ରୁବେନ୍‍ର ପୁତ୍ର ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ରୁବେନର ପୁତ୍ର ହନୋକ୍ ଓ ପଲ୍ଲୁ ଓ ହିଷ୍ରୋନ୍ ଓ କର୍ମି।

Gade chapit la Kopi

ଓଡିଆ ବାଇବେଲ

9 ରୁବେନ୍‌ର ପୁତ୍ର ହନୋକ, ପଲ୍ଲୂ, ହିଷ୍ରୋଣ ଓ କର୍ମି।

Gade chapit la Kopi

ପବିତ୍ର ବାଇବଲ

9 ରୁବେନଙ୍କର ପୁତ୍ରମାନେ ହେଲେ: ହନୋକ୍, ପଲ୍ଲୁ, ହିଷ୍ରୋନ୍ ଓ କର୍ମ୍ମି।

Gade chapit la Kopi




ଆଦି ପୁସ୍ତକ 46:9
8 Referans Kwoze  

ମିସର ଦେଶକୁ ଆଗତ ଇସ୍ରାଏଲ ବଂଶ, ଅର୍ଥାତ୍‍, ଯାକୁବ ଓ ତାଙ୍କର ସନ୍ତାନମାନଙ୍କର ନାମ। ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍‍।


ଶିମୀୟୋନର ପୁତ୍ର ଯିମୂୟେଲ, ଯାମୀନ୍‍, ଓହଦ୍‍, ଯାଖୀନ୍‍ ଓ ସୋହର ଓ ତାହାର କିଣାନୀୟା ସ୍ତ୍ରୀଠାରୁ ଜାତ ପୁତ୍ର ଶୌଲ।


ଏହି ସମସ୍ତ ଲୋକ ଆପଣା ଆପଣା ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ। ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍‍ର ସନ୍ତାନ ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମି; ଏମାନେ ରୁବେନ୍‍ର ବଂଶ।


ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର ରୁବେନ୍‍ର ସନ୍ତାନ ହନୋକ ଓ ପଲ୍ଲୁ, ହିଷ୍ରୋଣ ଓ କର୍ମି।


ତହିଁରେ ରୁବେନ୍‍ ପିତାଙ୍କୁ କହିଲା, “ମୁଁ ଯଦି ତୁମ୍ଭ ପାଖକୁ ତାକୁ ନ ଆଣେ, ତେବେ ତୁମ୍ଭେ ମୋର ଦୁଇ ପୁଅଙ୍କୁ ବଧ କରିବ; ମୋʼ ହସ୍ତରେ ତାକୁ ସମର୍ପଣ କର; ମୁଁ ତାକୁ ପୁନର୍ବାର ତୁମ୍ଭ ପାଖକୁ ଆଣି ଦେବି।”


ବଂଶାବଳୀ ଅନୁସାରେ ଲେବୀର ପୁତ୍ରମାନଙ୍କ ନାମ ଗେର୍ଶୋନ‍, କହାତ ଓ ମରାରି; ଲେବୀର ବୟସ ଶହେ ସଇଁତିରିଶ ବର୍ଷ ଥିଲା।


ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ଯେ ରୁବେନ୍‍, ତାହାର ସନ୍ତାନଗଣର ବଂଶ, ପିତୃଗୃହ, ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;


ଏମାନେ ରୁବେନ୍‍ର ବଂଶ; ପୁଣି, ଏମାନେ ଗଣାଯାʼନ୍ତେ, ତେୟାଳିଶ ହଜାର ସାତ ଶହ ତିରିଶ ଲୋକ ହେଲେ।


Swiv nou:

Piblisite


Piblisite