ଆଦି ପୁସ୍ତକ 47:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ଯୋଷେଫ ଆପଣା ପିତା ଓ ଭାଇମାନଙ୍କୁ ଓ ସମସ୍ତ ପିତୃପରିବାରକୁ ପ୍ରତ୍ୟେକର ପରିବାରାନୁସାରେ ଭକ୍ଷ୍ୟଦ୍ରବ୍ୟ ଦେଇ ପ୍ରତିପାଳନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ପୁଣି ଯୋଷେଫ ଆପଣା ପିତା ଓ ଭାଇମାନଙ୍କୁ ଓ ସମସ୍ତ ପିତୃପରିବାରକୁ ପ୍ରତ୍ୟେକର ପରିବାରାନୁସାରେ ଭକ୍ଷ୍ୟ ଦ୍ରବ୍ୟ ଦେଇ ପ୍ରତିପାଳନ କଲେ। Gade chapit laଓଡିଆ ବାଇବେଲ12 ପୁଣି, ଯୋଷେଫ ଆପଣା ପିତା ଓ ଭାଇମାନଙ୍କୁ ଓ ସମସ୍ତ ପିତୃପରିବାରକୁ ପ୍ରତ୍ୟେକର ପରିବାରାନୁସାରେ ଭକ୍ଷ୍ୟ ଦ୍ରବ୍ୟ ଦେଇ ପ୍ରତିପାଳନ କଲେ। Gade chapit laପବିତ୍ର ବାଇବଲ12 ଯୋଷେଫ ତାଙ୍କର ପିତା, ଭାଇମାନଙ୍କୁ ଏବଂ ସେମାନଙ୍କ ପରିବାରକୁ ଆବଶ୍ୟକ ପରିମାଣରେ ଖାଦ୍ୟ ଦେଲେ। Gade chapit la |