Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 47:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ ମିସର ଦେଶରେ ଓ କିଣାନ ଦେଶରେ ଯେତେ ରୂପା ଥିଲା, ଲୋକମାନେ ତାହା ଦେଇ ଶସ୍ୟ କିଣିବାରୁ ଯୋଷେଫ ସେସବୁ ରୂପା ସଂଗ୍ରହ କରି ଫାରୋଙ୍କର ଗୃହକୁ ଆଣିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆଉ ମିସର ଦେଶରେ ଓ କିଣାନ ଦେଶରେ ଯେତେ ରୂପା ଥିଲା, ଲୋକମାନେ ତାହା ଦେଇ ଶସ୍ୟ କିଣିବାରୁ ଯୋଷେଫ ସେସବୁ ରୂପା ସଂଗ୍ରହ କରି ଫାରୋଙ୍କର ଗୃହକୁ ଆଣିଲେ।

Gade chapit la Kopi

ଓଡିଆ ବାଇବେଲ

14 ଆଉ ମିସର ଦେଶରେ ଓ କିଣାନ ଦେଶରେ ଯେତେ ରୂପା ଥିଲା, ଲୋକମାନେ ତାହା ଦେଇ ଶସ୍ୟ କିଣିବାରୁ ଯୋଷେଫ ସେସବୁ ରୂପା ସଂଗ୍ରହ କରି ଫାରୋଙ୍କର ଗୃହକୁ ଆଣିଲେ।

Gade chapit la Kopi

ପବିତ୍ର ବାଇବଲ

14 ଆଉ ମିଶର ଦେଶରେ ଓ କିଣାନ ଦେଶରେ ଯେତେ ରୂପା ଥିଲା। ଲୋକମାନେ ତାହା ଦେଇ ଶସ୍ୟ କିଣିବାରୁ ଯୋଷେଫ ସେ ସବୁ ରୂପା ସଂଗ୍ରହ କରି ଫାରୋଙ୍କର ଗୃହକୁ ଆଣିଲେ।

Gade chapit la Kopi




ଆଦି ପୁସ୍ତକ 47:14
8 Referans Kwoze  

ସେତେବେଳେ ସର୍ବଦେଶରେ ଦୁର୍ଭିକ୍ଷ ହୁଅନ୍ତେ, ଯୋଷେଫ ସବୁ ସ୍ଥାନର ଗୋଲା ଫିଟାଇ ମିସରୀୟମାନଙ୍କୁ ଶସ୍ୟ ବିକ୍ରୟ କରିବାକୁ ଲାଗିଲେ; ତଥାପି ମିସର ଦେଶରେ ଦୁର୍ଭିକ୍ଷ ପ୍ରବଳ ହେଲା।


ପ୍ରତ୍ୟେକ ଜଣ ଯେଉଁପରି ଅନୁଗ୍ରହ ଦାନ ପାଇଅଛ, ସେହି ପ୍ରକାରେ ଈଶ୍ବରଙ୍କ ବହୁବିଧ ଅନୁଗ୍ରହର ଉତ୍ତମ ଭଣ୍ଡାରଘରିଆ ସ୍ୱରୂପେ ତଦ୍ୱାରା ପରସ୍ପରର ସେବା କର;


ଆଉ, ଭଣ୍ଡାରଘରିଆ ବିଷୟରେ ଏହା ନିତାନ୍ତ ଆବଶ୍ୟକ, ଯେପରି ସେ ବିଶ୍ୱସ୍ତ ଦେଖାଯାଏ।


ଏଥିଉତ୍ତାରେ ମିସର ଦେଶରେ ଓ କିଣାନ ଦେଶରେ ରୂପାର ଅଭାବ ହୁଅନ୍ତେ, ମିସରୀୟ ଲୋକ ସମସ୍ତେ ଯୋଷେଫଙ୍କ ନିକଟକୁ ଆସି କହିଲେ, “ଆମ୍ଭମାନଙ୍କୁ ଖାଦ୍ୟସାମଗ୍ରୀ ଦେଉନ୍ତୁ, ଆମ୍ଭମାନଙ୍କର ରୂପା ଶେଷ ହେଉଅଛି ବୋଲି କାହିଁକି ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ମରିବୁ?”


ପୁଣି, ସର୍ବଦେଶୀୟ ଲୋକମାନେ ମିସର ଦେଶରେ ଶସ୍ୟ କିଣିବା ପାଇଁ ଯୋଷେଫଙ୍କ ନିକଟକୁ ଆସିଲେ। ଯେହେତୁ ସବୁ ଦେଶରେ ଦୁର୍ଭିକ୍ଷ ପ୍ରବଳ ଥିଲା।


ଶସ୍ୟ ଯେ ଅଟକ କରି ରଖେ, ତାହାକୁ ଲୋକମାନେ ଅଭିଶାପ ଦେବେ, ମାତ୍ର ଯେଉଁ ବ୍ୟକ୍ତି ତାହା ବିକ୍ରୟ କରେ, ତାହାର ମସ୍ତକରେ ଆଶୀର୍ବାଦ ବର୍ତ୍ତେ।


Swiv nou:

Piblisite


Piblisite