Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 47:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଥିଉତ୍ତାରେ ମିସର ଦେଶରେ ଓ କିଣାନ ଦେଶରେ ରୂପାର ଅଭାବ ହୁଅନ୍ତେ, ମିସରୀୟ ଲୋକ ସମସ୍ତେ ଯୋଷେଫଙ୍କ ନିକଟକୁ ଆସି କହିଲେ, “ଆମ୍ଭମାନଙ୍କୁ ଖାଦ୍ୟସାମଗ୍ରୀ ଦେଉନ୍ତୁ, ଆମ୍ଭମାନଙ୍କର ରୂପା ଶେଷ ହେଉଅଛି ବୋଲି କାହିଁକି ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ମରିବୁ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଅନନ୍ତର ମିସର ଦେଶରେ ଓ କିଣାନ ଦେଶରେ ରୂପାର ଅଭାବ ହୁଅନ୍ତେ, ମିସ୍ରୀୟ ଲୋକ ସମସ୍ତେ ଯୋଷେଫଙ୍କ ନିକଟକୁ ଆସି କହିଲେ, ଆମ୍ଭମାନଙ୍କୁ ଖାଦ୍ୟସାମଗ୍ରୀ ଦେଉନ୍ତୁ, ଆମ୍ଭମାନଙ୍କର ରୂପା ଶେଷ ହେଉଅଛି ବୋଲି କିହେତୁ ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ମରିବୁ?

Gade chapit la Kopi

ଓଡିଆ ବାଇବେଲ

15 ଏଥିଉତ୍ତାରେ ମିସର ଦେଶରେ ଓ କିଣାନ ଦେଶରେ ରୂପାର ଅଭାବ ହୁଅନ୍ତେ, ମିସ୍ରୀୟ ଲୋକ ସମସ୍ତେ ଯୋଷେଫଙ୍କ ନିକଟକୁ ଆସି କହିଲେ, “ଆମ୍ଭମାନଙ୍କୁ ଖାଦ୍ୟସାମଗ୍ରୀ ଦେଉନ୍ତୁ, ଆମ୍ଭମାନଙ୍କର ରୂପା ଶେଷ ହେଉଅଛି ବୋଲି କାହିଁକି ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ମରିବୁ ?”

Gade chapit la Kopi

ପବିତ୍ର ବାଇବଲ

15 ଏହା ପରେ ମିଶର ଦେଶରେ ଓ କିଣାନ ଦେଶରେ ରୂପାର ଅଭାବ ହୁଅନ୍ତେ ମିସ୍ରୀୟ ଲୋକ ସମସ୍ତେ ଯୋଷେଫଙ୍କ ନିକଟକୁ ଆସିଲେ ଏବଂ କହିଲେ, “ଆମ୍ଭମାନଙ୍କୁ ଖାଦ୍ୟ ସାମଗ୍ରୀ ଦିଅନ୍ତୁ। ଆମ୍ଭେ କାହିଁକି ତୁମ୍ଭ ସମ୍ମୁଖରେ ମରିବୁ। କାରଣ ଆମ୍ଭର ଆଉ ଅଧିକ ରୂପା ନାହିଁ।”

Gade chapit la Kopi




ଆଦି ପୁସ୍ତକ 47:15
11 Referans Kwoze  

ଆଜି ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ।


ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ୱସ୍ତତାର ଅନୁଗାମୀ ହୁଅ।


ତୁମ୍ଭେ ଆପଣା ଯୁବାମାନଙ୍କୁ ପଚାର, ସେମାନେ କହିବେ; ଏହେତୁ ଏହି ଯୁବାମାନେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଉନ୍ତୁ; କାରଣ ଆମ୍ଭେମାନେ ଶୁଭ ଦିନରେ ଆସିଅଛୁ। ବିନୟ କରୁଅଛୁ, ତୁମ୍ଭ ହସ୍ତରେ ଯାହା ଆସେ, ତାହା ତୁମ୍ଭେ ଆପଣା ଦାସମାନଙ୍କୁ ଓ ଆପଣା ପୁତ୍ର ଦାଉଦଙ୍କୁ ଦିଅ।’”


ଏବେ ତୁମ୍ଭ ହସ୍ତରେ କଅଣ ଅଛି? ପାଞ୍ଚୋଟି ରୁଟି, ଅବା ଯାହା କିଛି ଅଛି, ତାହା ମୋʼ ହସ୍ତରେ ଦିଅ।”


ତହୁଁ ସେ ସେଠାରୁ ପନୂୟେଲକୁ ଉଠିଯାଇ ସେଠାର ଲୋକମାନଙ୍କୁ ସେହିପରି କହିଲେ, ତହିଁରେ ସୁକ୍କୋତର ଲୋକମାନେ ଯେପରି ଉତ୍ତର କରିଥିଲେ, ପନୂୟେଲର ଲୋକମାନେ ମଧ୍ୟ ସେହିପରି ଉତ୍ତର ଦେଲେ।


ପୁଣି ସେ ସୁକ୍କୋତର ଲୋକମାନଙ୍କୁ କହିଲେ, “ମୁଁ ନିବେଦନ କରୁଅଛି, ଆମ୍ଭର ପଶ୍ଚାଦ୍‍ଗାମୀ ଲୋକମାନଙ୍କୁ ରୁଟି ଦିଅ; କାରଣ ସେମାନେ କ୍ଳାନ୍ତ ହୋଇଅଛନ୍ତି ଓ ମୁଁ ମିଦୀୟନର ରାଜା ସେବହ ଓ ସଲମୁନ୍ନର ପଛେ ପଛେ ଗୋଡ଼ାଉଅଛି।”


ତହିଁରୁ ଯାହା ଉତ୍ପନ୍ନ ହେବ, ତାହାର ପଞ୍ଚମାଂଶ ଫାରୋଙ୍କୁ ଦେବ, ପୁଣି, ଅନ୍ୟ ଚାରି ଅଂଶ ଭୂମିର ବିହନ ପାଇଁ ଓ ଆପଣା ଆପଣା ପରିଜନ ଓ ବାଳକମାନଙ୍କ ନିମନ୍ତେ ରଖିବ।”


ସେ ଉଚ୍ଚସ୍ଥାନରେ ବାସ କରିବ; ଶୈଳଗଣର ଦୁରାକ୍ରମ ସ୍ଥାନ ତାହାର ଦୁର୍ଗ ସ୍ୱରୂପ ହେବ; ତାହାର ଭକ୍ଷ୍ୟ ତାହାକୁ ଦିଆଯିବ; ତାହାର ଜଳର ଅଭାବ ହେବ ନାହିଁ।


ତହିଁରେ ଯୋଷେଫ କହିଲେ, “ତୁମ୍ଭମାନଙ୍କର ପଶୁ ଦିଅ; ଯଦି ରୂପା ଶେଷ ହୋଇଥାଏ, ତେବେ ପଶୁ ବଦଳେ ଆମ୍ଭେ ତୁମ୍ଭମାନଙ୍କୁ ଶସ୍ୟ ଦେବା।”


ଏହିରୂପେ ମିସର ଦେଶରେ ଭବିଷ୍ୟତ ଦୁର୍ଭିକ୍ଷର ସାତ ବର୍ଷ ନିମନ୍ତେ ଦେଶର ନିର୍ବାହାର୍ଥେ ସେହି ଭକ୍ଷ୍ୟ ସଞ୍ଚିତ ଥିଲେ, ଦୁର୍ଭିକ୍ଷ ଦ୍ୱାରା ଦେଶ ଉଚ୍ଛିନ୍ନ ହେବ ନାହିଁ।”


Swiv nou:

Piblisite


Piblisite