Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 47:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତହୁଁ ସେମାନେ ଯୋଷେଫଙ୍କ ନିକଟକୁ ଆପଣା ଆପଣା ପଶୁ ଆଣିଲେ; ତହିଁରେ ଯୋଷେଫ ଅଶ୍ୱ ଓ ମେଷ ଓ ଗୋରୁପଲ ଓ ଗର୍ଦ୍ଦଭ ଆଦି ବଦଳ ନେଇ ସେମାନଙ୍କୁ ଭକ୍ଷ୍ୟ ଦେବାକୁ ଲାଗିଲେ; ଏହି ପ୍ରକାରେ ଯୋଷେଫ ପଶୁ ବଦଳେ ସେମାନଙ୍କୁ ଭକ୍ଷ୍ୟ ଦେଇ ସେହି ବର୍ଷ ଚଳାଇ ନେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତହୁଁ ସେମାନେ ଯୋଷେଫଙ୍କ ନିକଟକୁ ଆପଣା ଆପଣା ପଶୁ ଆଣିଲେ; ତହିଁରେ ଯୋଷେଫ ଅଶ୍ଵ ଓ ମେଷ ଓ ଗୋରୁପଲ ଓ ଗର୍ଦ୍ଦଭ ଆଦି ବଦଳ ନେଇ ସେମାନଙ୍କୁ ଭକ୍ଷ୍ୟ ଦେବାକୁ ଲାଗିଲେ; ଏହି ପ୍ରକାରେ ଯୋଷେଫ ପଶୁ ବଦଳେ ସେମାନଙ୍କୁ ଭକ୍ଷ୍ୟ ଦେଇ ସେହି ବର୍ଷ ଚଳାଇ ନେଲେ।

Gade chapit la Kopi

ଓଡିଆ ବାଇବେଲ

17 ତହୁଁ ସେମାନେ ଯୋଷେଫଙ୍କ ନିକଟକୁ ଆପଣା ଆପଣା ପଶୁ ଆଣିଲେ; ତହିଁରେ ଯୋଷେଫ ଅଶ୍ୱ ଓ ମେଷ ଓ ଗୋରୁପଲ ଓ ଗର୍ଦ୍ଦଭ ଆଦି ବଦଳ ନେଇ ସେମାନଙ୍କୁ ଭକ୍ଷ୍ୟ ଦେବାକୁ ଲାଗିଲେ; ଏହି ପ୍ରକାରେ ଯୋଷେଫ ପଶୁ ବଦଳେ ସେମାନଙ୍କୁ ଭକ୍ଷ୍ୟ ଦେଇ ସେହି ବର୍ଷ ଚଳାଇ ନେଲେ।

Gade chapit la Kopi

ପବିତ୍ର ବାଇବଲ

17 ତେଣୁ ଲୋକମାନେ ତାଙ୍କର ଜୀବନ୍ତ ପଶୁସବୁ ଯୋଷେଫଙ୍କ ନିକଟକୁ ଆଣିଲେ। ସେମାନଙ୍କୁ ଅଶ୍ୱ, ମେଷ, ଛେଳି ପଶୁପଲ ଏବଂ ଗଧ ବଦଳରେ ଖାଦ୍ୟ ଦ୍ରବ୍ୟ ଦେଲେ। ସେ ବର୍ଷ ଯୋଷେଫ ସେମାନଙ୍କର ଖାଦ୍ୟ ବଦଳରେ ସମସ୍ତ ଜୀବନ୍ତ ପଶୁ ନେଲେ।

Gade chapit la Kopi




ଆଦି ପୁସ୍ତକ 47:17
7 Referans Kwoze  

କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାର ନାହିଁ।


ଯେଉଁମାନେ ସାହାଯ୍ୟ ନିମନ୍ତେ ମିସରକୁ ଯାଆନ୍ତି ଓ ଅଶ୍ୱଗଣରେ ନିର୍ଭର କରନ୍ତି ଓ ରଥ ଅନେକ ହେବାରୁ, ଆଉ ଅଶ୍ୱାରୋହୀଗଣ ଅତି ବଳବାନ ହେବାରୁ ସେମାନଙ୍କ ଉପରେ ବିଶ୍ୱାସ କରନ୍ତି; ମାତ୍ର ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ନ ଅନାନ୍ତି, କିଅବା ସଦାପ୍ରଭୁଙ୍କର ଅନ୍ୱେଷଣ ନ କରନ୍ତି, ସେମାନେ ସନ୍ତାପର ପାତ୍ର!


ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ଚର୍ମ ନିମନ୍ତେ ଚର୍ମ, ଆପଣା ପ୍ରାଣ ନିମନ୍ତେ ମନୁଷ୍ୟ ସର୍ବସ୍ୱ ଦେବ।


ଆଉ ଶଲୋମନଙ୍କର ଅଶ୍ୱସବୁ ମିସରରୁ ଅଣାଗଲା; ରାଜାଙ୍କର ବଣିକମାନେ ପ୍ରତ୍ୟେକ ପଲର ମୂଲ୍ୟ ଦେଇ ପଲ ପଲ କରି ପାଇଲେ।


ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଡା, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ।


ତହିଁରେ ଯୋଷେଫ କହିଲେ, “ତୁମ୍ଭମାନଙ୍କର ପଶୁ ଦିଅ; ଯଦି ରୂପା ଶେଷ ହୋଇଥାଏ, ତେବେ ପଶୁ ବଦଳେ ଆମ୍ଭେ ତୁମ୍ଭମାନଙ୍କୁ ଶସ୍ୟ ଦେବା।”


ପୁଣି, ସେ ବର୍ଷ ସମ୍ପୂର୍ଣ୍ଣ ହୁଅନ୍ତେ, ଦ୍ୱିତୀୟ ବର୍ଷରେ ସେମାନେ ଯୋଷେଫଙ୍କ ନିକଟକୁ ଆସି କହିଲେ, “ଆମ୍ଭମାନଙ୍କର ସମସ୍ତ ରୂପା ଶେଷ ହୋଇଅଛି; ତାହା ପ୍ରଭୁଙ୍କଠାରୁ ଲୁଚାଇବା ନାହିଁ; ପୁଣି, ଆମ୍ଭମାନଙ୍କର ସମସ୍ତ ପଶୁଧନ ମଧ୍ୟ ପ୍ରଭୁଙ୍କର ହୋଇଅଛି; ଏବେ ପ୍ରଭୁଙ୍କ ସାକ୍ଷାତରେ ଆମ୍ଭମାନଙ୍କର ଦେହ ଓ ଭୂମି ବିନା ଆଉ କିଛି ଅବଶିଷ୍ଟ ନାହିଁ।


Swiv nou:

Piblisite


Piblisite