ଆଦି ପୁସ୍ତକ 47:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ସେ ବର୍ଷ ସମ୍ପୂର୍ଣ୍ଣ ହୁଅନ୍ତେ, ଦ୍ୱିତୀୟ ବର୍ଷରେ ସେମାନେ ଯୋଷେଫଙ୍କ ନିକଟକୁ ଆସି କହିଲେ, “ଆମ୍ଭମାନଙ୍କର ସମସ୍ତ ରୂପା ଶେଷ ହୋଇଅଛି; ତାହା ପ୍ରଭୁଙ୍କଠାରୁ ଲୁଚାଇବା ନାହିଁ; ପୁଣି, ଆମ୍ଭମାନଙ୍କର ସମସ୍ତ ପଶୁଧନ ମଧ୍ୟ ପ୍ରଭୁଙ୍କର ହୋଇଅଛି; ଏବେ ପ୍ରଭୁଙ୍କ ସାକ୍ଷାତରେ ଆମ୍ଭମାନଙ୍କର ଦେହ ଓ ଭୂମି ବିନା ଆଉ କିଛି ଅବଶିଷ୍ଟ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)18 ପୁଣି ସେ ବର୍ଷ ସମ୍ପୂର୍ଣ୍ଣ ହୁଅନ୍ତେ, ଦ୍ଵିତୀୟ ବର୍ଷରେ ସେମାନେ ଯୋଷେଫଙ୍କ ନିକଟକୁ ଆସି କହିଲେ, ଆମ୍ଭମାନଙ୍କର ସମସ୍ତ ରୂପା ଶେଷ ହୋଇଅଛି; ତାହା ପ୍ରଭୁଙ୍କଠାରୁ ଲୁଚାଇବା ନାହିଁ; ପୁଣି ଆମ୍ଭମାନଙ୍କର ସମସ୍ତ ପଶୁଧନ ମଧ୍ୟ ପ୍ରଭୁଙ୍କର ହୋଇଅଛି; ଏବେ ପ୍ରଭୁଙ୍କ ସାକ୍ଷାତରେ ଆମ୍ଭମାନଙ୍କର ଦେହ ଓ ଭୂମି ବିନା ଆଉ କିଛି ଅବଶିଷ୍ଟ ନାହିଁ। Gade chapit laଓଡିଆ ବାଇବେଲ18 ପୁଣି, ସେ ବର୍ଷ ସମ୍ପୂର୍ଣ୍ଣ ହୁଅନ୍ତେ, ଦ୍ୱିତୀୟ ବର୍ଷରେ ସେମାନେ ଯୋଷେଫଙ୍କ ନିକଟକୁ ଆସି କହିଲେ, “ଆମ୍ଭମାନଙ୍କର ସମସ୍ତ ରୂପା ଶେଷ ହୋଇଅଛି; ତାହା ପ୍ରଭୁଙ୍କଠାରୁ ଲୁଚାଇବା ନାହିଁ; ପୁଣି, ଆମ୍ଭମାନଙ୍କର ସମସ୍ତ ପଶୁଧନ ମଧ୍ୟ ପ୍ରଭୁଙ୍କର ହୋଇଅଛି; ଏବେ ପ୍ରଭୁଙ୍କ ସାକ୍ଷାତରେ ଆମ୍ଭମାନଙ୍କର ଦେହ ଓ ଭୂମି ବିନା ଆଉ କିଛି ଅବଶିଷ୍ଟ ନାହିଁ। Gade chapit laପବିତ୍ର ବାଇବଲ18 କିନ୍ତୁ ତା'ପର ବର୍ଷ, ସେମାନଙ୍କୁ ପଶୁ ଦେଇ ଖାଦ୍ୟ ସଂଗ୍ରହ କରିବା ପାଇଁ, ଲୋକମାନଙ୍କ ନିକଟରେ ଆଉ ପଶୁ ନ ଥିଲା। ତେଣୁ ଲୋକମାନେ ଯୋଷେଫଙ୍କ ନିକଟକୁ ଯାଇ କହିଲେ, “ଆପଣ ଜାଣନ୍ତି ଯେ ଆମ୍ଭ ନିକଟରେ ଆଉ ରୂପା ନାହିଁ। ଏବଂ ଆମ୍ଭମାନଙ୍କର ସମସ୍ତ ପଶୁ ସମ୍ପଦ ମଧ୍ୟ ମହାଶୟଙ୍କର ହୋଇଅଛି। ଏବେ ମହାଶୟଙ୍କ ସାକ୍ଷାତରେ ଆମ୍ଭମାନଙ୍କର ଦେହ ଓ ଭୂମି ବିନା ଆଉ କିଛି ଆମ୍ଭ ନିକଟରେ ନାହିଁ। Gade chapit la |