ଆଦି ପୁସ୍ତକ 47:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଥିଉତ୍ତାରେ ଯୋଷେଫ ପ୍ରଜାମାନଙ୍କୁ କହିଲେ, “ଦେଖ, ଆମ୍ଭେ ଫାରୋଙ୍କ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ଭୂମି ସବୁ କିଣିଲୁ; ଏବେ ଏହି ବିହନ ନେଇ ଭୂମିରେ ବୁଣ। Gade chapit laପବିତ୍ର ବାଇବଲ (Re-edited) - (BSI)23 ଅନନ୍ତର ଯୋଷେଫ ପ୍ରଜାମାନଙ୍କୁ କହିଲେ, ଦେଖ, ଆମ୍ଭେ ଫାରୋଙ୍କ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ଭୂମି ସବୁ କିଣିଲୁ; ଏବେ ଏହି ବିହନ ନେଇ ଭୂମିରେ ବୁଣ। Gade chapit laଓଡିଆ ବାଇବେଲ23 ଏଥିଉତ୍ତାରେ ଯୋଷେଫ ପ୍ରଜାମାନଙ୍କୁ କହିଲେ, “ଦେଖ, ଆମ୍ଭେ ଫାରୋଙ୍କ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ଭୂମି ସବୁ କିଣିଲୁ; ଏବେ ଏହି ବିହନ ନେଇ ଭୂମିରେ ବୁଣ। Gade chapit laପବିତ୍ର ବାଇବଲ23 ଏହା ପରେ ଯୋଷେଫ ପ୍ରଜାମାନଙ୍କୁ କହିଲେ, “ଆଜି ପର୍ଯ୍ୟନ୍ତ ମୁଁ ଫାରୋଙ୍କ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ଭୂମି ସବୁ କିଣିଲି। ଏବେ ଏହି ବିହନ ନେଇ ଭୂମିରେ ବୁଣ। Gade chapit la |