ଆଦି ପୁସ୍ତକ 47:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଥିଉତ୍ତାରେ ଯୋଷେଫ ଆପଣା ପିତା ଯାକୁବଙ୍କୁ ଆଣି ଫାରୋଙ୍କ ସାକ୍ଷାତରେ ଉପସ୍ଥିତ କରାଇଲେ; ତହିଁରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଅନନ୍ତର ଯୋଷେଫ ଆପଣା ପିତା ଯାକୁବଙ୍କୁ ଆଣି ଫାରୋଙ୍କ ସାକ୍ଷାତରେ ଉପସ୍ଥିତ କରାଇଲେ; ତହିଁରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କଲେ। Gade chapit laଓଡିଆ ବାଇବେଲ7 ଏଥିଉତ୍ତାରେ ଯୋଷେଫ ଆପଣା ପିତା ଯାକୁବଙ୍କୁ ଆଣି ଫାରୋଙ୍କ ସାକ୍ଷାତରେ ଉପସ୍ଥିତ କରାଇଲେ; ତହିଁରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କଲେ। Gade chapit laପବିତ୍ର ବାଇବଲ7 ଏହା ପରେ ଯୋଷେଫ ତାଙ୍କର ପିତା ଯାକୁବଙ୍କୁ ଫାରୋଙ୍କ ସହିତ ସାକ୍ଷାତ କରାଇଲେ। ଯାକୁବ ଫାରୋଙ୍କୁ ଆଶୀର୍ବାଦ କଲେ। Gade chapit la |