Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 47:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେତେବେଳେ ଫାରୋ ଯାକୁବଙ୍କୁ ପଚାରିଲେ, “ଆପଣଙ୍କ ପରମାୟୁର ଦିନ କେତେ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେତେବେଳେ ଫାରୋ ଯାକୁବଙ୍କୁ ପଚାରିଲେ, ଆପଣଙ୍କ ପରମାୟୁର ଦିନ କେତେ?

Gade chapit la Kopi

ଓଡିଆ ବାଇବେଲ

8 ସେତେବେଳେ ଫାରୋ ଯାକୁବଙ୍କୁ ପଚାରିଲେ, “ଆପଣଙ୍କ ପରମାୟୁର ଦିନ କେତେ ?”

Gade chapit la Kopi

ପବିତ୍ର ବାଇବଲ

8 ଏବଂ ଫାରୋ ତାଙ୍କୁ ପଗ୍ଭରିଲେ, “ତୁମ୍ଭର ବୟସ କେତେ?”

Gade chapit la Kopi




ଆଦି ପୁସ୍ତକ 47:8
5 Referans Kwoze  

ଏଥିଉତ୍ତାରେ ଅବ୍ରହାମ ଉତ୍ତମ ବୃଦ୍ଧାବସ୍ଥାରେ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲେ; ଆଉ, ପୂର୍ବରୁ ମୃତ୍ୟୁବରଣ କରିଥିବା ଆପଣା ପୂର୍ବପୁରୁଷଗଣ ସହିତ ଜଡିତ ହେଲେ।


ଏଥିଉତ୍ତାରେ ଯୋଷେଫ ଆପଣା ପିତା ଯାକୁବଙ୍କୁ ଆଣି ଫାରୋଙ୍କ ସାକ୍ଷାତରେ ଉପସ୍ଥିତ କରାଇଲେ; ତହିଁରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କଲେ।


ଯାକୁବ ଫାରୋଙ୍କୁ କହିଲେ, “ମୋହର ପ୍ରବାସ କାଳର ଦିନ ଶହେ ତିରିଶ ବର୍ଷ; ମୋʼ ପରମାୟୁର ଦିନ ଅଳ୍ପ ଓ ଆପଦଜନକ; ପୁଣି, ମୋହର ପୂର୍ବପୁରୁଷମାନଙ୍କ ପ୍ରବାସକାଳୀନ ଆୟୁର ଦିନ ତୁଲ୍ୟ ନୁହେଁ।”


ଏଥିରେ ବର୍ସିଲ୍ଲୟ ରାଜାଙ୍କୁ କହିଲା, “ମୋହର ପରମାୟୁ ବର୍ଷର ଆଉ କେତେ ଦିନ ଅଛି ଯେ, ମୁଁ ମହାରାଜଙ୍କ ସଙ୍ଗେ ଯିରୂଶାଲମକୁ ଯିବି?


ଯାକୁବ ମିସର ଦେଶରେ ସତର ବର୍ଷ କାଳ କ୍ଷେପଣ କଲେ, ତାଙ୍କର ପରମାୟୁର ଦିବସ ଶହେ ସତଚାଳିଶ ବର୍ଷ ଥିଲା।


Swiv nou:

Piblisite


Piblisite