ଆଦି ପୁସ୍ତକ 48:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିଉତ୍ତାରେ ସେ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, “ଯେଉଁ ପରମେଶ୍ୱରଙ୍କ ସାକ୍ଷାତରେ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକ ଗମନାଗମନ କରିଥିଲେ, ଯେଉଁ ପରମେଶ୍ୱର ଜନ୍ମ ଦିନଠାରୁ ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି, Gade chapit laପବିତ୍ର ବାଇବଲ (Re-edited) - (BSI)15 ଅନନ୍ତର ସେ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, ଯେଉଁ ପରମେଶ୍ଵରଙ୍କ ସାକ୍ଷାତରେ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକ ଗମନାଗମନ କରିଥିଲେ, ଯେଉଁ ପରମେଶ୍ଵର ଜନ୍ମାବଧି ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି, Gade chapit laଓଡିଆ ବାଇବେଲ15 ଏଥିଉତ୍ତାରେ ସେ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, “ଯେଉଁ ପରମେଶ୍ୱରଙ୍କ ସାକ୍ଷାତରେ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକ ଗମନାଗମନ କରିଥିଲେ, ଯେଉଁ ପରମେଶ୍ୱର ଜନ୍ମ ଦିନଠାରୁ ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି, Gade chapit laପବିତ୍ର ବାଇବଲ15 ଅନନ୍ତର ଇସ୍ରାଏଲ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, “ଯେଉଁ ପରମେଶ୍ୱରଙ୍କ ସାକ୍ଷାତରେ ମୋର ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକ ଗମନାଗମନ କରିଥିଲେ। ଯେଉଁ ପରମେଶ୍ୱର ଜନ୍ମାବଧି ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି। Gade chapit la |
ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।