Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 48:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେତେବେଳେ ଇଫ୍ରୟିମର ମସ୍ତକରେ ପିତାଙ୍କର ଦକ୍ଷିଣ ହସ୍ତ ଦେଖି ଯୋଷେଫ ଅସନ୍ତୁଷ୍ଟ ହେଲେ; ଏହେତୁ ଇଫ୍ରୟିମର ମସ୍ତକରୁ ମନଃଶିର ମସ୍ତକରେ ତାହା ସ୍ଥାପନ କରିବାକୁ ପିତାଙ୍କର ହସ୍ତ ଉଠାଇ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ସେତେବେଳେ ଇଫ୍ରୟିମର ମସ୍ତକରେ ପିତାଙ୍କର ଦକ୍ଷିଣ ହସ୍ତ ଦେଖି ଯୋଷେଫ ଅସନ୍ତୁଷ୍ଟ ହେଲେ; ଏହେତୁ ଇଫ୍ରୟିମର ମସ୍ତକରୁ ମନଃଶିର ମସ୍ତକରେ ତାହା ସ୍ଥାପନ କରିବାକୁ ପିତାଙ୍କର ହସ୍ତ ଉଠାଇ କହିଲେ,

Gade chapit la Kopi

ଓଡିଆ ବାଇବେଲ

17 ସେତେବେଳେ ଇଫ୍ରୟିମର ମସ୍ତକରେ ପିତାଙ୍କର ଦକ୍ଷିଣ ହସ୍ତ ଦେଖି ଯୋଷେଫ ଅସନ୍ତୁଷ୍ଟ ହେଲେ; ଏହେତୁ ଇଫ୍ରୟିମର ମସ୍ତକରୁ ମନଃଶିର ମସ୍ତକରେ ତାହା ସ୍ଥାପନ କରିବାକୁ ପିତାଙ୍କର ହସ୍ତ ଉଠାଇ କହିଲେ,

Gade chapit la Kopi

ପବିତ୍ର ବାଇବଲ

17 ଯୋଷେଫ ଦେଖିଲେ, ତାଙ୍କର ପିତା ତାଙ୍କର ପୁତ୍ର ଇଫ୍ରୟିମଙ୍କ ମୁଣ୍ଡରେ ଦକ୍ଷିଣ ହସ୍ତ ରଖିଥିଲେ। ଏହା ଯୋଷେଫଙ୍କୁ ଖୁସୀ କରି ନ ଥିଲା। ଯୋଷେଫ ତାଙ୍କର ହସ୍ତକୁ ଧରି ଇଫ୍ରୟିମଙ୍କ ମୁଣ୍ଡରୁ କାଢ଼ିଲେ ଏବଂ ସେହି ହସ୍ତକୁ ମନଃଶିର ମୁଣ୍ଡରେ ଥୋଇଲେ।

Gade chapit la Kopi




ଆଦି ପୁସ୍ତକ 48:17
13 Referans Kwoze  

ତହିଁରେ ଇସ୍ରାଏଲ ଆପଣା ଡାହାଣ ହସ୍ତ ବଢ଼ାଇ କନିଷ୍ଠ ଇଫ୍ରୟିମର ମସ୍ତକ ଉପରେ ରଖିଲେ, ପୁଣି, ମନଃଶିର ମସ୍ତକ ଉପରେ ବାମ ହସ୍ତ ରଖିଲେ, ସେ ବିବେଚନାପୂର୍ବକ ଆପଣା ହସ୍ତ ଏରୂପ ଚଳାଇଲେ; କାରଣ ମନଃଶି ପ୍ରଥମଜାତ ଥିଲା।


ଯେତେବେଳେ ସନ୍ତାନମାନେ ଜନ୍ମ ହୋଇ ନ ଥିଲେ, ଆଉ ଭଲ କିମ୍ବା ମନ୍ଦ କିଛି କରି ନ ଥିଲେ, ସେତେବେଳେ କର୍ମ ହେତୁ ନୁହେଁ, ମାତ୍ର ଆହ୍ୱାନକାରୀଙ୍କ ଇଚ୍ଛା ହେତୁ ନିର୍ବାଚନ ଅନୁସାରେ ଈଶ୍ବରଙ୍କ ସଂକଳ୍ପ ଯେପରି ସ୍ଥିର ରହେ,


କେଜାଣି ସଦାପ୍ରଭୁ ତାହା ଦେଖି ଅସନ୍ତୁଷ୍ଟ ହୁଅନ୍ତି ଓ ତାହାଠାରୁ ଆପଣା କ୍ରୋଧ ଫେରାନ୍ତି।


ଆଉ, ପରମେଶ୍ୱର ଏହି କାର୍ଯ୍ୟରେ ଅସନ୍ତୁଷ୍ଟ ହେଲେ; ଏହେତୁ ସେ ଇସ୍ରାଏଲକୁ ଆଘାତ କଲେ।


ଆଉ ଅମ୍ରି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ତାଙ୍କର ପୂର୍ବବର୍ତ୍ତୀ ସମସ୍ତଙ୍କ ଅପେକ୍ଷା ଅଧିକ ଦୁଷ୍ଟାଚରଣ କଲେ।


ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;”


ତହିଁରେ ବିଲୀୟମ୍‍ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ମୁଁ ପାପ କରିଅଛି; କାରଣ ତୁମ୍ଭେ ଯେ ମୋʼ ବିପକ୍ଷରେ ପଥରେ ଠିଆ ହୋଇଅଛ; ତାହା ମୁଁ ଜାଣିଲି ନାହିଁ; ଏଣୁ ଏବେ, ଯଦି ତାହା ତୁମ୍ଭ ଦୃଷ୍ଟିରେ ମନ୍ଦ ହୁଏ, ତେବେ ମୁଁ ଫେରିଯିବି।”


ଏଥିଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ ମନ୍ଦ କଥା କହି ବଚସାକାରୀ ଲୋକମାନଙ୍କ ତୁଲ୍ୟ ହେଲେ; ପୁଣି, ସଦାପ୍ରଭୁ ତାହା ଶୁଣନ୍ତେ, ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସେମାନଙ୍କ ମଧ୍ୟରେ ପ୍ରଜ୍ୱଳିତ ହୋଇ ଛାଉଣିର ପ୍ରାନ୍ତଭାଗ ଗ୍ରାସ କଲା।


ତାହାର ଏରୂପ କର୍ମ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଥିଲା; ଏଣୁ ସେ ତାକୁ ମଧ୍ୟ ନାଶ କଲେ।


ଏହା ଦେଖି ଏଷୌ ଆପଣା ପିତା ଇସ୍‌ହାକଙ୍କର କିଣାନ ଦେଶୀୟ କନ୍ୟାମାନଙ୍କ ପ୍ରତି ଅସନ୍ତୋଷ ଥିବାର ଜାଣି


“ପିତଃ, ଏପରି ନୁହେଁ, ଏହି ଜଣ ଜ୍ୟେଷ୍ଠ, ଏହାର ମସ୍ତକରେ ଦକ୍ଷିଣ ହସ୍ତ ଦିଅ।”


ମନଃଶି ବଂଶର ଏହି ବାଣ୍ଟ; ଯେହେତୁ ସେ ଯୋଷେଫର ଜ୍ୟେଷ୍ଠ ପୁତ୍ର ଥିଲା। ଗିଲୀୟଦର ପିତା, ମନଃଶିର ଜ୍ୟେଷ୍ଠ ପୁତ୍ର ମାଖୀର, ଯୋଦ୍ଧା ହେବା ହେତୁରୁ ଗିଲୀୟଦ ଓ ବାଶନ ପାଇଥିଲା।


Swiv nou:

Piblisite


Piblisite