Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 48:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ମାତ୍ର ତାଙ୍କର ପିତା ଅସମ୍ମତ ହୋଇ କହିଲେ, “ହେ ପୁତ୍ର; ତାହା ମୁଁ ଜାଣେ, ମୁଁ ଜାଣେ; ସେ ମଧ୍ୟ ଏକ ଗୋଷ୍ଠୀ ହେବ ଓ ସେ ମଧ୍ୟ ମହାନ ହେବ; ମାତ୍ର ତାହାର କନିଷ୍ଠ ଭ୍ରାତା ତାହାଠାରୁ ଅଧିକ ମହାନ ହେବ ଓ ତାହାର ବଂଶ ବହୁଗୋଷ୍ଠୀକ ହେବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ମାତ୍ର ତାଙ୍କର ପିତା ଅସମ୍ମତ ହୋଇ କହିଲେ, ହେ ପୁତ୍ର; ତାହା ମୁଁ ଜାଣେ, ମୁଁ ଜାଣେ; ସେ ମଧ୍ୟ ଏକ ଗୋଷ୍ଠୀ ହେବ ଓ ସେ ମଧ୍ୟ ମହାନ ହେବ; ମାତ୍ର ତାହାର କନିଷ୍ଠ ଭ୍ରାତା ତାହାଠାରୁ ଅଧିକ ମହାନ ହେବ ଓ ତାହାର ବଂଶ ବହୁଗୋଷ୍ଠୀକ ହେବେ।

Gade chapit la Kopi

ଓଡିଆ ବାଇବେଲ

19 ମାତ୍ର ତାଙ୍କର ପିତା ଅସମ୍ମତ ହୋଇ କହିଲେ, “ହେ ପୁତ୍ର; ତାହା ମୁଁ ଜାଣେ, ମୁଁ ଜାଣେ; ସେ ମଧ୍ୟ ଏକ ଗୋଷ୍ଠୀ ହେବ ଓ ସେ ମଧ୍ୟ ମହାନ ହେବ; ମାତ୍ର ତାହାର କନିଷ୍ଠ ଭ୍ରାତା ତାହାଠାରୁ ଅଧିକ ମହାନ ହେବ ଓ ତାହାର ବଂଶ ବହୁଗୋଷ୍ଠୀକ ହେବେ।”

Gade chapit la Kopi

ପବିତ୍ର ବାଇବଲ

19 କିନ୍ତୁ ତାଙ୍କର ପିତା ଅସମ୍ମତ ହୋଇ କହିଲେ, “ହେ ପୁତ୍ର, ମୁଁ ତାହା ଜାଣେ। ମୁଁ ଜାଣେ ଯେ, ସେ ମଧ୍ୟ ଏକ ଗୋଷ୍ଠୀ ହେବ ଓ ସେ ମହାନ ହେବ। ମାତ୍ର ତୁମ୍ଭର କନିଷ୍ଠ ପୁତ୍ର ତା'ଠାରୁ ଅଧିକ ମହାନ ହେବ ଓ ତାହାର ବଂଶ ବହୁ ଗୋଷ୍ଠୀକ ହେବ।”

Gade chapit la Kopi




ଆଦି ପୁସ୍ତକ 48:19
17 Referans Kwoze  

ତାହାର ବୃଷଭର ପ୍ରଥମଜାତ ତାହାର ମହିମା ସ୍ୱରୂପ, ପୁଣି ତାହାର ଶୃଙ୍ଗ ଅରଣା ଷଣ୍ଢର ଶୃଙ୍ଗ ତୁଲ୍ୟ ତଦ୍ଦ୍ୱାରା ସେ ସବୁ ଗୋଷ୍ଠୀକୁ, ପୃଥିବୀର ସୀମାସ୍ଥିତ ସମସ୍ତଙ୍କୁ ଭୁସି ପକାଇବ। ସେ ଶୃଙ୍ଗ ଇଫ୍ରୟିମର ଅୟୁତ ଲୋକ ଓ ସେ ଶୃଙ୍ଗ ମନଃଶିର ସହସ୍ର ସହସ୍ର ଲୋକ।”


ଇସ୍‌ହାକ ମୃଗୟା ମାଂସ ଅତି ସୁସ୍ୱାଦୁ ବୋଧ କରିବାରୁ ଏଷୌକୁ ଭଲ ପାଇଲେ। ମାତ୍ର ରିବିକା ଯାକୁବକୁ ଭଲ ପାଇଲା।


ସବୂଲୂନ ବଂଶରୁ ବାର ହଜାର, ଯୋଷେଫ ବଂଶରୁ ବାର ହଜାର, ବିନ୍ୟାମୀନ୍ ବଂଶରୁ ବାର ହଜାର।


ଆଶେର ବଂଶରୁ ବାର ହଜାର, ନପ୍ତାଲି ବଂଶରୁ ବାର ହଜାର, ମନଃଶି ବଂଶରୁ ବାର ହଜାର,


ପାରସ୍ୟ, ଲୁଦ୍‍ ଓ ପୂଟ୍‍ ଦେଶୀୟମାନେ ତୁମ୍ଭ ସୈନ୍ୟସାମନ୍ତ ମଧ୍ୟରେ ତୁମ୍ଭର ଯୋଦ୍ଧା ଥିଲେ; ସେମାନେ ତୁମ୍ଭ ମଧ୍ୟରେ ଢାଲ ଓ ଟୋପର ଟଙ୍ଗାଇ ରଖିଲେ; ସେମାନେ ତୁମ୍ଭର ଶୋଭା ପ୍ରକାଶ କଲେ।


ଇଫ୍ରୟିମ ଯିହୁଦାଠାରୁ ପୃଥକ ହେବା ଦିନଠାରୁ ଯେପ୍ରକାର ସମୟ କେବେ ହୋଇ ନାହିଁ, ସେପ୍ରକାର ସମୟ ସଦାପ୍ରଭୁ ତୁମ୍ଭ ପ୍ରତି ଓ ତୁମ୍ଭ ଲୋକମାନଙ୍କ ପ୍ରତି ଓ ତୁମ୍ଭ ପିତୃବଂଶ ପ୍ରତି ଘଟାଇବେ; ଅର୍ଥାତ୍‍, ଅଶୂରର ରାଜାକୁ ଆଣିବେ।”


ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ବୃଦ୍ଧି କରିଅଛନ୍ତି, ଏଣୁ ଦେଖ, ତୁମ୍ଭେମାନେ ଆଜି ଆକାଶର ତାରାଗଣ ତୁଲ୍ୟ ବହୁସଂଖ୍ୟକ ହୋଇଅଛ।


ତହିଁରେ ଇସ୍ରାଏଲ ଆପଣା ଡାହାଣ ହସ୍ତ ବଢ଼ାଇ କନିଷ୍ଠ ଇଫ୍ରୟିମର ମସ୍ତକ ଉପରେ ରଖିଲେ, ପୁଣି, ମନଃଶିର ମସ୍ତକ ଉପରେ ବାମ ହସ୍ତ ରଖିଲେ, ସେ ବିବେଚନାପୂର୍ବକ ଆପଣା ହସ୍ତ ଏରୂପ ଚଳାଇଲେ; କାରଣ ମନଃଶି ପ୍ରଥମଜାତ ଥିଲା।


“ଦେଖ, ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରୁଅଛୁ, ତୁମ୍ଭେ ଅନେକ ଗୋଷ୍ଠୀର ଆଦିପୁରୁଷ ହେବ।


ତୁମ୍ଭର ବଂଶ ପୃଥିବୀର ଧୂଳି ପରି (ଅସଂଖ୍ୟ) ହେବେ, ପୁଣି, ତୁମ୍ଭେ ପୂର୍ବ ଓ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ, ଚାରିଆଡ଼େ ବୃଦ୍ଧି ପାଇବ; ପୁଣି, ତୁମ୍ଭଠାରୁ ଓ ତୁମ୍ଭ ବଂଶଠାରୁ ପୃଥିବୀସ୍ଥ ଯାବତୀୟ ବଂଶ ଆଶୀର୍ବାଦ ପାଇବେ।


ସେତେବେଳେ ସେ କହିଲେ, “ଆମ୍ଭେ ପରମେଶ୍ୱର, ତୁମ୍ଭ ପିତାଙ୍କର ପରମେଶ୍ୱର; ତୁମ୍ଭେ ମିସରକୁ ଯିବା ପାଇଁ ଭୟ କର ନାହିଁ; ଯେହେତୁ ଆମ୍ଭେ ସେଠାରେ ତୁମ୍ଭକୁ ଏକ ବୃହତ ଗୋଷ୍ଠୀ କରିବା।


“ପିତଃ, ଏପରି ନୁହେଁ, ଏହି ଜଣ ଜ୍ୟେଷ୍ଠ, ଏହାର ମସ୍ତକରେ ଦକ୍ଷିଣ ହସ୍ତ ଦିଅ।”


ତହିଁରେ ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ; ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ, ପୁଣି, ଜ୍ୟେଷ୍ଠ କନିଷ୍ଠର ସେବା କରିବ।”


Swiv nou:

Piblisite


Piblisite