Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 48:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଥିଉତ୍ତାରେ ଯାକୁବ ଯୋଷେଫଙ୍କୁ କହିଲେ, “କିଣାନ ଦେଶରେ ଲୂସ୍‍ ନାମକ ସ୍ଥାନରେ ସର୍ବଶକ୍ତିମାନ ପରମେଶ୍ୱର ମୋତେ ଦର୍ଶନ ଦେଇ ଆଶୀର୍ବାଦ କରି ଏହା କହିଥିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଅନନ୍ତର ଯାକୁବ ଯୋଷେଫଙ୍କୁ କହିଲେ, କିଣାନ ଦେଶରେ ଲୁସ ନାମକ ସ୍ଥାନରେ ସର୍ବଶକ୍ତିମାନ ପରମେଶ୍ଵର ମୋତେ ଦର୍ଶନ ଦେଇ ଆଶୀର୍ବାଦ କରି ଏହା କହିଥିଲେ,

Gade chapit la Kopi

ଓଡିଆ ବାଇବେଲ

3 ଏଥିଉତ୍ତାରେ ଯାକୁବ ଯୋଷେଫଙ୍କୁ କହିଲେ, “କିଣାନ ଦେଶରେ ଲୂସ୍ ନାମକ ସ୍ଥାନରେ ସର୍ବଶକ୍ତିମାନ ପରମେଶ୍ୱର ମୋତେ ଦର୍ଶନ ଦେଇ ଆଶୀର୍ବାଦ କରି ଏହା କହିଥିଲେ,

Gade chapit la Kopi

ପବିତ୍ର ବାଇବଲ

3 ଏହା ପରେ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ସର୍ବଶକ୍ତିମାନ ପରମେଶ୍ୱର କିଣାନ ଦେଶର ଲୁସ୍ ନାମକ ସ୍ଥାନରେ ମୋତେ ଦର୍ଶନ ଦେଲେ, ପରମେଶ୍ୱର ସେଠାରେ ମୋତେ ଆଶୀର୍ବାଦ କଲେ।

Gade chapit la Kopi




ଆଦି ପୁସ୍ତକ 48:3
12 Referans Kwoze  

ଆମ୍ଭେ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କୁ ସର୍ବଶକ୍ତିମାନ ପରମେଶ୍ୱର ବୋଲି ଦର୍ଶନ ଦେଇଥିଲୁ, ମାତ୍ର ଆମ୍ଭେ ଆପଣା ଯିହୋବାଃ ନାମରେ ସେମାନଙ୍କୁ ପରିଚୟ ଦେଇ ନ ଥିଲୁ।


ସର୍ବଶକ୍ତିମାନ ପରମେଶ୍ୱର ଆଶୀର୍ବାଦ କରି ତୁମ୍ଭକୁ ନାନା ଜନସମାଜ କରିବା ପାଇଁ ଫଳବନ୍ତ ଓ ବହୁ ପ୍ରଜାବନ୍ତ କରନ୍ତୁ।


ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।


ତାହାର ଜ୍ୟୋତିଃ ଅତି ବହୁମୂଲ୍ୟ ମଣି ସଦୃଶ, ସ୍ୱଚ୍ଛ ସୂର୍ଯ୍ୟକାନ୍ତ ପରି।


ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା; ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା; ସେ ବେଥେଲ୍‍ରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା, ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ।


ସେତେବେଳେ ଯୋଷେଫ-ବଂଶ ବେଥେଲ୍‍ ଅନୁସନ୍ଧାନ କରିବାକୁ ଲୋକ ପଠାଇଲେ; ପୂର୍ବେ ସେହି ନଗରର ନାମ ଲୂସ୍‍ ଥିଲା।


ସେତେବେଳେ କେହି ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭ ପୁତ୍ର ଯୋଷେଫ ତୁମ୍ଭ ନିକଟକୁ ଆସିଅଛି,” ତହିଁରେ ଇସ୍ରାଏଲ ଆପଣାକୁ ସବଳ କରି ଶଯ୍ୟାରେ ଉଠି ବସିଲେ।


ଅର୍ଥାତ୍‍, ପୈତୃକ ପରମେଶ୍ୱର, ଯେ ତୁମ୍ଭର ଉପକାର କରିବେ ଓ ସର୍ବଶକ୍ତିମାନ, ଯେ ଉପରିସ୍ଥ ଆକାଶରୁ ମଙ୍ଗଳ, ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରୁ ମଙ୍ଗଳ, ସ୍ତନ ଓ ଗର୍ଭରୁ ମଙ୍ଗଳ ଦେଇ ତୁମ୍ଭକୁ ଆଶୀର୍ବାଦ କରିବେ, ତାହାଙ୍କ ଦ୍ୱାରା ତାହାର ହସ୍ତର ବାହୁ ବଳବାନ ହେଲା।


ଆମ୍ଭେ ତୁମ୍ଭକୁ ଅତିଶୟ ବୃଦ୍ଧି କରିବା, ତୁମ୍ଭଠାରୁ ଅନେକ ଗୋଷ୍ଠୀଜାତ କରାଇବା ଓ ରାଜାମାନେ ତୁମ୍ଭଠାରୁ ଉତ୍ପନ୍ନ ହେବେ।


Swiv nou:

Piblisite


Piblisite