Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 49:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସବୂଲୂନ ସମୁଦ୍ର ବନ୍ଦରରେ ବାସ କରିବ ଓ ସେ ଜାହାଜର ଆଶ୍ରିତ ବନ୍ଦର ହେବ; ପୁଣି, ସୀଦୋନ ପର୍ଯ୍ୟନ୍ତ ତାହାର ଅଧିକାରର ସୀମା ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସବୂଲୂନ୍ ସମୁଦ୍ର ବନ୍ଦରରେ ବାସ କରିବ ଓ ସେ ଜାହାଜର ଆଶ୍ରିତ ବନ୍ଦର ହେବ; ପୁଣି ସୀଦୋନ୍ ପର୍ଯ୍ୟନ୍ତ ତାହାର ଅଧିକାରର ସୀମା ହେବ।

Gade chapit la Kopi

ଓଡିଆ ବାଇବେଲ

13 ସବୂଲୂନ ସମୁଦ୍ର ବନ୍ଦରରେ ବାସ କରିବ ଓ ସେ ଜାହାଜର ଆଶ୍ରିତ ବନ୍ଦର ହେବ; ପୁଣି, ସୀଦୋନ ପର୍ଯ୍ୟନ୍ତ ତାହାର ଅଧିକାରର ସୀମା ହେବ।

Gade chapit la Kopi

ପବିତ୍ର ବାଇବଲ

13 “ସବୂଲୂନ୍ ସମୁଦ୍ର କୂଳରେ ବାସ କରିବ। ସେ ଜାହାଜର ଆଶ୍ରିତ ବନ୍ଦର ହେବ। ପୁଣି ସୀଦୋନ ପର୍ଯ୍ୟନ୍ତ ତାହାର ଅଧିକାର ସୀମା ହେବ।

Gade chapit la Kopi




ଆଦି ପୁସ୍ତକ 49:13
4 Referans Kwoze  

ତହୁଁ ଲେୟା କହିଲା, “ପରମେଶ୍ୱର ମୋତେ ଉତ୍ତମ ଯୌତୁକ ଦେଲେ; ଏବେ ମୋʼ ସ୍ୱାମୀ ମୋʼ ସଙ୍ଗେ ବାସ କରିବେ, ଯେହେତୁ ମୁଁ ତାଙ୍କର ଛଅ ପୁତ୍ର ଜନ୍ମ କରିଅଛି,” ଏହେତୁ ସେ ତାହାର ନାମ ସବୂଲୂନ ରଖିଲା।


ତାହାର ଚକ୍ଷୁ ଦ୍ରାକ୍ଷାରସରେ ରକ୍ତବର୍ଣ୍ଣ ହେବ, ଦୁଗ୍ଧରେ ତାହାର ଦନ୍ତ ଶ୍ୱେତବର୍ଣ୍ଣ ହେବ।


Swiv nou:

Piblisite


Piblisite